ପ୍ରମୂଖ ଖବର
  • ସମ୍ବଲପୁର : ଯୁବକଙ୍କୁ ଛୁରୀ ଭୁସି ହତ୍ୟା
  • ||
  • ବାହାରିଲା ନିଟ୍ ୟୁଜି ୨୦୨୫ ରେଜଲ୍ଟ; ସ୍ନେହାଶିଷ ଦାସ ଓଡ଼ିଶା ଟପ୍ପର
  • ||
  • ପାରାଦୀପ ପୁରୁଣା ରେଲୱେ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିଗଲା ୪ଟି ବଗି
  • ||
  • ବାହାରିଲା ନିଟ୍ ୟୁଜି ୨୦୨୫ ପରୀକ୍ଷା ଫଳ; neet.nta.nic.inରେ ରେଜଲ୍ଟ
  • ||
  • କୋଣାର୍କ ଯାତ୍ରୀ ନିବାସରେ ରଜ ପିଠା ଷ୍ଟଲ୍, ଦୋଳିରେ ଝୁଲିଲେ ପର୍ଯ୍ୟଟକ
  • ||
  • ବରଗଡ଼ : ଭେଉଁରିଆ ଗାଁରେ ଅଭାବନୀୟ ଘଟଣା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲିପଡ଼ିଲା ସ୍ୱାମୀ
  • ||
  • ରାଜଧାନୀରେ ବୁଲିଲା ଖଣ୍ଡା, ବାଇକ୍‌ ପାର୍କିଂକୁ ନେଇ ରକ୍ତପାତ
  • ||
  • ଉଗ୍ର ହେଉଛି ଇରାନ-ଇସ୍ରାଏଲ ଲଢେଇ; ଇସ୍ରାଏଲକୁ ସମର୍ଥନ କଲେ...ଆମେରିକା ସମେତ ଅନ୍ୟ ଦେଶକୁ ଇରାନର ଚେତାବନୀ
  • ||
  • ମଞ୍ଚେଶ୍ଵରରୁ ୨ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଲାଙ୍ଗୀର : ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ଖଜୁରୀପଡା ଠାରେ ଦୁର୍ଘଟଣା, ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୭ ଆହତ
  • ||
  • ଆଜି ପହିଲି ରଜ; ସବୁଠି ଉତ୍ସାହ, ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର
  • ||
  • ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଘର ନିର୍ମାଣ ପାଇଁ ସରକାରୀ ନଳ କୂପ ପୋତି ଦେଲେ

Published By : Ladu Kishor | June 13, 2025 7:52 PM

ସଇଁତଳା୧୩/୦୬: ବଲାଙ୍ଗୀର ଜିଲ୍ଲା ସଇଁତଳା ବାଳିକା ହାଇସ୍କୁଲ ସାମ୍ନାରେ ଥିବା ସରକାରୀ ନଳକୂପକୁ ପୋତି ଦିଆଯାଇଛି। ଦୀର୍ଘ ବର୍ଷ ହେଲା ସରକାରୀ ଜମିରେ ସରକାରଙ୍କ ପକ୍ଷରୁ ନଳକୂପ ଖନନ କରାଯାଇଥିଲା। ଏହି ନଳକୂପରୁ କଲେଜ ଛାତ୍ର ଛାତ୍ରୀଙ୍କ ଠାରୁ ଆରମ୍ଭ କରି ଅନେକ ବାଟୋଇ ଏହି ନଳକୂପ ଉପରେ ନିର୍ଭର କରୁଥିଲେ। ହେଲେ କିଛିଦିନ ହେବ ଜଣେ ବ୍ୟକ୍ତି ନିଜ ଘର ସାମ୍ନାରେ ଥିବାରୁ ଏହି ନଳକୂପକୁ ନଷ୍ଟ କରି ପୋତି ଦିଆଯାଇଥିବା ଦେଖିବାକୁ ମିଳିଛି । ଏନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ଏନେଇ ଘର ମାଲିକଙ୍କ ବିରୁଦ୍ଧରେ କାର୍ଯାନୁଷ୍ଠାନ ପାଇଁ ଦାବି ହେଉଛି। ଏନେଇ ଆର ଡ଼ବ୍ଲୁ ଏସ ଏସ ଯନ୍ତ୍ରୀ ଇତିଶ୍ରୀ ଦେହୁରୀଙ୍କୁ ପଚାରିବାରୁ ତଦନ୍ତ କରି କାର୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.