ପ୍ରମୂଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଘଟଣାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ଭୁଶୁଡ଼ିଲା ନିର୍ମାଣଧୀନ ବକ୍ସ ଡ୍ରେନ ସ୍ଲାବ୍, ଜଣେ ଆହତ
  • ||
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା, ନିଆଯିବ ଆଇନଗତ କଠୋର କାର୍ଯ୍ୟାନୁଷ୍ଠାନ
  • ||
  • କଟକ ମାତୃଭବନ ନିକଟ ଭୁଶୁଡ଼ିଲା ନିର୍ମାଣାଧୀନ ବକ୍ସଡ୍ରେନ୍ ପାଚେରୀ
  • ||
  • ପାଟଣା : ହାତୀଠାରୁ ବଞ୍ଚିବା ବେଳେ ନିଆଁରେ ପଡ଼ିଗଲେ ମହିଳା, ଚାଲିଗଲା ଜୀବନ
  • ||
  • ବର୍ଡର-ଗାଭାସ୍କର ଟ୍ରଫି ; ଭାରତର WTC ଆଶା ଧୂଳିସାତ୍ , ୩-୧ରେ ସିରିଜ ସିଲ କଲା ଅଷ୍ଟ୍ରେଲିଆ
  • ||
  • ଛତିଶଗଡ଼ରେ ବଡ଼ ଏନକାଉଣ୍ଟର: ଟଳିଲେ ୪ ନକ୍ସଲ, ଜଣେ କନଷ୍ଟେବଳ ସହିଦ
  • ||
  • ଆଫଗାନିସ୍ତାନରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୪.୩ ରେକର୍ଡ
  • ||
  • ଆଜି ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଜନଜାତି ଶିକ୍ଷାର୍ଥୀଙ୍କ ଖାତାକୁ ଯିବ ୫ ହଜାର ଟଙ୍କା
  • ||
  • ପିକିନିକ ସାରି ଫେରୁଥିଲେ ; ଅଟୋକୁ ଧକ୍କା ଦେଲା ଟ୍ରକ୍ , ଚାଲିଗଲା ୪ ଜୀବନ
  • ||
  • ଆଜିଠୁ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ମେଳା: ଖୋଲିବ ୧୪୭ ଷ୍ଟଲ୍‌
  • ||
  • ବରଗଡ଼ ଧନୁଯାତ୍ରା ଦ୍ୱିତୀୟ ଦିବସ: କାରାଗାରରେ ଦେବକୀଙ୍କ ଅଷ୍ଟମ ଗର୍ଭରୁ ଜନ୍ମ ନେଲେ ଶ୍ରୀକୃଷ୍ଣ
  • ||
  • ବଲାଙ୍ଗୀର : ବାଇକ୍‌କୁ ପିଟିଲା ଟ୍ରକ୍‌: ଜଣେ ମୃତ, ଦୁଇ ଗୁରୁତର
  • ||
  • ଶ୍ରୀମନ୍ଦିର ଉପରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
  • ||
  • ଦୁଲୁକିଲା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର, ଶୀତୁଆ ସକାଳରେ ପଥୋତ୍ସବର ମଜା ନେଲେ ରାଜଧାନୀବାସୀ
  • ||

ଗୋଶାଳା ପାଇଁ ୫୨ ଲକ୍ଷ ଦେବେ ସରକାର, ବୁଲା ଗୋରୁଙ୍କ ଯତ୍ନ ନେଲେ ମିଳିବ ୨୦ ହଜାର ସହାୟତା

Published By : Harapriya Sethi | January 3, 2025 9:19 AM

ଭୁବନେଶ୍ୱର,୦୩/୦୧: ବୁଲା ଗୋରୁଙ୍କୁ ଥଇଥାନ ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆଣୁଛନ୍ତି । ବୁଲା ଗୋରୁଙ୍କ ଯତ୍ନ ନେଲେ ସରକାର ବର୍ଷକୁ ୨୦ ହଜାର ଟଙ୍କାର ସହାୟତା ରାଶି ଯୋଗାଇ ଦେବେ । ଏହା ସହ ଗୋଶାଳା ନିର୍ମାଣ କରିବାକୁ ୫୨ ଲକ୍ଷ ଟଙ୍କାର ସହାୟତା ଯୋଗାଇ ଦିଆଯିବ ବୋଲି ଆଜି ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି ।

ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି ଯେ, ଭୁବନେଶ୍ୱର ସମେତ ଅନ୍ୟ ପୌରାଞ୍ଚଳକୁ ବୁଲା ଗୋରୁ ମୁକ୍ତ କରାଯିବ । ଏନେଇ ପଦକ୍ଷେପ ନିଆଯାଉଛି । ଗାଈ ଓ ଷଣ୍ଢଙ୍କୁ ଉଦ୍ଧାର କରାଯାଇ ଗୋଶାଳାରେ ରଖାଯିବ । ରାଜଧାନୀକୁ ବୁଲା ଗୋରୁଗାଈ ମୁକ୍ତ କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି । ତଥାପି ମାଳ ମାଳ ଗୋରୁଗାଈ ରାସ୍ତାରେ ବୁଲୁଛନ୍ତି । ଆଗକୁ ପ୍ରବାସୀ ଭାରତୀୟ ସମ୍ମିଳନୀ ରହିଛି । ଏଥିପାଇଁ ବୁଲା ଗୋରୁଙ୍କୁ ହଟାଇବାକୁ ବିଏମ୍‌ସି ନିର୍ଦ୍ଦେଶିତ ହୋଇଛି । ହେଲେ ବିଏମ୍‌ସି ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନି ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.