ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଅସାବଧାନତା ପଡିଲା ମହଙ୍ଗା, ବନ୍ଧୁକ ସଫା କରୁଥିବା ସମୟରେ ଗୋବିନ୍ଦାଙ୍କ ଗୋଡରେ ବାଜିଲା ଗୁଳି

Published By : Krishna Priya | October 1, 2024 9:42 AM

ମୁମ୍ବାଇ ୦୧/୧୦: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ତାଙ୍କ ଗୋଡରେ ଗୁଳି ବାଜିଛି, ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ଖବର ଅନୁଯାୟୀ, ମଙ୍ଗଳବାର ସକାଳ ପ୍ରାୟ ୫ ଟା ବେଳେ ଏହି ଘଟଣା ଘଟିଛି। ସେ ଘରେ ନିଜର ଲାଇସେନ୍ସ ପ୍ରାପ୍ତ ବନ୍ଧୁକ ସଫା କରୁଥିଲେ ଏବଂ ସେହି ସମୟରେ ଭୁଲବଶତଃ ହଠାତ୍ ଏକ ଗୁଳି ଫୁଟି ତାଙ୍କ ଗୋଡରେ ବାଜିଥିଲା। ଯାହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.