ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ଗୋବିନ୍ଦପାଲୀ ଏସଏସଡି ହାଇସ୍କୁଲ ରାଜ୍ୟ ସ୍ତରରେ ପୁରସ୍କୃତ

Published By : Prameya | December 26, 2024 10:52 PM

ମାଲକାନଗିରି, ୨୭/୧୨ (ଆପ୍ର ) ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଗୋବିନ୍ଦପାଲ୍ଲୀ ସ୍ଥିତ ସରକାରୀ ଏସ ଏସ ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ରାଜ୍ୟର ସର୍ବଶ୍ରେଷ୍ଠ ମାନ୍ୟତା ପ୍ରଦାନ କରାଯାଇଛି। ଭୁବନେଶ୍ବରରେ ରାଜ୍ୟ ସ୍ତରୀୟ ସର୍ଗିଫୁଲ କାର୍ଯ୍ୟକ୍ରମ ର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୨୦୨୪ ବର୍ଷର ଏହି ମାନ୍ୟତା ମିଳିଛି। ଭୁବନେଶ୍ବର ସ୍ଥିତ ରାଜ୍ୟ ସ୍ତରୀୟ ସର୍ଗିଫୁଲ ୨୦୨୪ କାର୍ଯ୍ୟକ୍ରମ ବିଦ୍ୟାଳୟ ଅଧ୍ୟକ୍ଷ ଅଶୋକ କୁମାର ସ୍ବର୍ଣ୍ଣକାର ଏହି ମାନପ‌ତ୍ର ସହ ପୁରସ୍କାର ଗ୍ରହଣ କରିଥିଲେ। 

ବିଜ୍ଞାନ ତଥା ବାଣିଜ୍ୟ ଦୁଇଟି ବିଭାଗରେ ଛାତ୍ରଛାତ୍ରୀ ମାନେ ଶତ ପ୍ରତିଶତ ପାସ ହାର ରହିଥ‌ିବା ବେଳେ ରାଜ୍ୟରେ ବାଣିଜ୍ୟରେ ଉମେଶ ରନ୍ଧାରୀ ରାଜ୍ୟ ଟପରକୁ ମଧ୍ୟ ଉକ୍ତ ମଞ୍ଚରେ ମାନପ‌ତ୍ର ସହ ସମ୍ମାନିତ କରାଯାଇଛି। ବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀସ୍ବର୍ଣ୍ଣକାର ଏହି ପୁରସ୍କାର ପାଇବା ପରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ପରିଶ୍ରମ ପାଇଁ ଆଜି ବିଦ୍ୟାଳୟ ରାଜ୍ୟ ସ୍ତରୀୟ ପୁରସ୍କୃତ ହୋଇ ପାରିଥିବାରୁ ଉକ୍ତ ଶିକ୍ଷାନୁଷ୍ଠାନ କୁ ପ୍ରଶଂସାର ସୁଅ ଛୁଟୁଛି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.