ପ୍ରମୂଖ ଖବର
  • ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ
  • ||
  • ଖୋର୍ଦ୍ଧା : ଖୋର୍ଦ୍ଧା ହଳଦିଆ କଲେଜ୍‌ରେ ଅଧ୍ୟକ୍ଷଙ୍କୁ ପିଟିଲେ ଅଧ୍ୟାପକ, ଥାନାରେ ମାମଲା
  • ||
  • ପୁରୀ : ୧୧ ଦିନର ସେବା ପରେ ସୁସ୍ଥ ହୋଇଛନ୍ତି ଶ୍ରୀଜିଉ, ପୁଣି ବଡ଼ଦେଉଳରେ ବାଜିଲା ବିଜେ କାହାଳୀ ଓ ଘଣ୍ଟ
  • ||
  • ଭୁବନେଶ୍ଵର : ଏବେ ବି ୧୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା, ମୟୂରଭଞ୍ଜରେ ସବୁଠୁ କମ୍
  • ||

ଗୁଣିଗାରେଡି ସନ୍ଦେହରେ ବିଭତ୍ସ ହତ୍ୟାକାଣ୍ଡ : ଅଜାକୁ ଟାଙ୍ଗିଆରେ ହାଣି ହତ୍ୟାକଲା ନାତି

ବଣାଇ,୧।୭  : କେ. ବଲାଙ୍ଗ  ଥାନା ପୁରୁଣାପାଣି ଗାଁରେ ଗୁଣିଗାରେଡି ସନ୍ଦେହରେ ବିଭତ୍ସ ହତ୍ୟାକାଣ୍ଡ ।  ଅଜାକୁ ଟାଙ୍ଗିଆରେ ହାଣି ହତ୍ୟାକଲା  ନାତି । ଖବର ପାଇ କେ. ବଲାଙ୍ଗ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ନାତିକୁ ଅଟକ ରଖି ପଚରାଉଚରା କରୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.