ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

କୋଣାର୍କରେ ଯୋଗ କଲେ ଉପମୁଖ୍ୟମନ୍ତ୍ରୀ, ସୂର୍ଯ୍ୟମନ୍ଦିରରେ ସମୂହ ଯୋଗ

କୋଣାର୍କ,୨୧/୬ : ପର୍ଯ୍ଯଟନସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ୧୦ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଯୋଗଦେଇ ଯୋଗ କଲେ ସୁସ୍ଥ ରହିବା  ବୋଲି କହିଥିଲେ । ସୂର୍ଯ୍ୟ ମନ୍ଦିର ପରିସରରେ ସକାଳ ୭ଟାରେ ବିଭିନ୍ନ ସଂଗଠନ, ମହିଳା ଗୃପ, ସ୍ବେଛାସେବୀ, ଛାତ୍ରଛାତ୍ରୀ ପ୍ରମୁଖ ସାମିଲ ହୋଇ ଯୋଗ କରିଥିଲେ । 

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟମାନଙ୍କ ମଧ୍ୟରେ ସାଂସଦ ସମ୍ବିତ ପାତ୍ର, ଜିଲ୍ଲାପାଳ ସିଦ୍ଧାର୍ଥ ଶେଖର ସ୍ବାଇଁ , ଉପଜିଲ୍ଲାପାଳ ଗୋପିନାଥ କୁଅଁର, ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଏଏସଆଇ ସର୍କଲ ସୁପରିଟେଣ୍ଡେଟ ଡିବି ଗଡ଼ନାୟକ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସନ୍ତୋଷ ସେଠୀ, ତହସିଲଦାର ରଞ୍ଜନ କୁମାର ପରିଡ଼ା, କୋଣାର୍କ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ବେତପଦ୍ମା ଧଳ ପ୍ରମୁଖ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ଉପମୁଖ୍ୟମନ୍ତ୍ରୀ ଏଠାରେ ପ୍ରାୟ ୫ଘଣ୍ଟା ରହି ଫେରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.