ପ୍ରମୂଖ ଖବର
  • ହେଲିକପ୍ଟର ଯୋଗେ କଟକ ଯିବେ ମୁଖ୍ୟମନ୍ତ୍ରୀ, ବାରବାଟୀରେ ଭାରତ- ଇଂଲଣ୍ଡ ଲଢ଼େଇ ଦେଖିବେ
  • ||
  • ବାରବାଟୀ ଲଢ଼େଇ: ସୁପର ସନ୍‌ଡେ'ରେ ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ଟିମ୍‌କୁ ଫେରିବେ କୋହଲି, ରିଷଭ
  • ||
  • ରବିବାରଠୁ ଉପରମୁହାଁ ହେବ ପାରଦ,୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଜିଆରଏସ

Published By : Prameya | November 23, 2023 4:17 PM

କଳାହାଣ୍ଡି,୨୩।୧୧  : ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଜିଆରଏସ୍‌।  କଳାହାଣ୍ଡି ଜୟପାଟଣା ବ୍ଳକ ବଡ କୋର୍ଲାକୋଟ ଜିଆରଏସ ଏମ୍‌. ପାଣିଗ୍ରାହୀ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜବ୍‌ କାର୍ଡଧାରୀଙ୍କ ଠାରୁ ଏମ. ପାଣିଗ୍ରାହୀ ଲାଞ୍ଚ ନେବା ବେଳେ ପୂର୍ବରୁ ଥିବା  ଭିଜିଲାନ୍ସ ଟିମ ତାଙ୍କୁ ମାଡି ବସିଥିଲେ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.