ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଅଧିନାୟକ ଶ୍ରେୟସଙ୍କ ଶତକ ସ୍ବପ୍ନ ଧୂଳିସାତ୍‌; ଗୁଜରାଟକୁ ୨୪୪ ରନ୍‌ର ଟାର୍ଗେଟ୍ ଦେଲା ପଞ୍ଜାବ

Published By : Soubhagya Ranjan | March 25, 2025 9:46 PM

Image source: ABP Live

ଅହମଦାବାଦ,୨୫/୦୩: ଅଧିନାୟକ ଶ୍ରେୟାସ ଆୟର ଓ ଶଶାଙ୍କ ସିଂଙ୍କ ଧୂଆଁଧାର ବ୍ୟାଟିଂ ବଳରେ ପଞ୍ଜାବ ଆଗରେ ୨୪୪ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ଗୁଜରାଟ ଟାଇଟନ୍ସ । ଆଇପିଏଲ୍‌ ୨୦୨୫ର ପଞ୍ଚମ ମ୍ୟାଚ୍ ଗୁଜରାଟ ଟାଇଟାନ୍ସ ଏବଂ ପଞ୍ଜାବ କିଙ୍ଗ୍ସ  ମଧ୍ୟରେ ଖେଳାଯାଉଛି । ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହୋଇଛନ୍ତି । ପଞ୍ଜାବ ନିର୍ଦ୍ଧାରିତ ୨୦ ଓଭରରେ ୫ ୱିକେଟ୍ ହରାଇ ୨୪୩ ରନ୍ କରିଛି। 

ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବର ଆରମ୍ଭ ଭଲ ନଥିଲା । ପ୍ରଭସିମରନ୍ ୫ ରନ୍ କରି ଆଉଟ୍ ହୋଇଥିଲେ । ଏହାପରେ ପ୍ରିୟାଂଶ ଓ ଶ୍ରେୟସ ଆୟରଙ୍କ ମଧ୍ୟରେ ଅର୍ଦ୍ଧଶତକୀୟ ଭାଗୀଦାରି ହୋଇଥିଲା । ଶେଷରେ ଶଶାଙ୍କ ସିଂହ ବିସ୍ଫୋରକ ବ୍ୟାଟିଂ କରିଥିଲେ । ପଞ୍ଜାବ କିଙ୍ଗ୍ସ ପାଇଁ ପ୍ରିୟାଂଶ ଆର୍ୟା ୪୭, ଶ୍ରେୟସ ଆୟର ୯୭, ଶଶାଙ୍କ ସିଂହ ୪୪ ରନ୍ କରି ଅପରାଜିତ ରହିଥିଲେ । ଗୁଜରାଟ ଟାଇଟନ୍ସ ପାଇଁ ସାଇ କିଶୋର ସର୍ବାଧିକ ୩ ୱିକେଟ୍ ନେଇଥିଲେ । ରାବାଡା ଓ ରାଶିଦ ଖାନ ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.