ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ପୋଲିସ ମାଓବାଦୀ ମଧ୍ୟରେ ଗୁଳି ବିନିମୟ, ୨ ମାଓବାଦୀ ନିହତ

ବୌଦ୍ଧ, ୨୫।୪: ମାଓବାଦୀ ପୋଲିସ ମଧ୍ୟରେ ଗୁଳି ବିନିମୟ । ଗୁଳି ବିନିମୟରେ ଦୁଇ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ବୌଦ୍ଧ ଜିଲ୍ଲା କଣ୍ଟାମାଳ ବରଗାଁ ପଞ୍ଚାୟତ ପାଢ଼େଲ ଡ୍ୟାମ୍ ନିକଟରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଥିଲେ । 

ପୋଲିସଙ୍କୁ ଦେଖି ମାଓବାଦୀମାନେ ଗୁଳି ଚଳାଇଥିଲେ । ସୁରକ୍ଷାକର୍ମୀ ଏହାର ଦୃଢ଼ ଜବାବ ଦେଇଛନ୍ତି । ବର୍ତ୍ତମାନ ମଧ୍ୟ ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ଦ୍ଵାରା କମ୍ବିଂ ଅପରେସନ ଜାରି ରହିଛି । ଜଙ୍ଗଲରେ ୩୫ରୁ ୪୦ ମାଓବାଦୀ ଥିବା ସୂଚନା । 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.