ପ୍ରମୂଖ ଖବର
  • ସେପ୍ଟେମ୍ବର ୩୦ରୁ ମହିଳା ଦିନିକିଆ ବିଶ୍ୱକପ୍, ଭାରତ-ଶ୍ରୀଲଙ୍କା କରିବେ ଆୟୋଜନ
  • ||
  • କଟକ: ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ଜଳିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ, ସ୍ନାନପୂର୍ଣ୍ଣିମା ଏବଂ ରଥଯାତ୍ରୀ ନୀତି ନିର୍ଘଣ୍ଟ ନେଇ ବାଜିପାରେ ମୋହର
  • ||
  • ନବରଙ୍ଗପୁର: ପାଇଖାନା ଟାଙ୍କି ସଫା ବେଳେ ଅଘଟଣ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଶ୍ରମିକଙ୍କ ଜୀବନ
  • ||
  • ଶଙ୍ଖ ଭବନରେ ବିଜେଡିର ବଡ଼ ବୈଠକ, ସରକାର ବର୍ଷେ ପୂର୍ତ୍ତି ଉତ୍ସବ ସହ ବିଭିନ୍ନ ପ୍ରସଙ୍ଗ ନେଇ ଚାଲିଛି ଆଲୋଚନା
  • ||
  • ଖରାପ ପାଗ ଏବଂ ଚିକୁନଗୁନିଆ ସଂକ୍ରମଣ ଯୋଗୁଁ ମହିଳା ଏସିଆ କପ୍‌ ସ୍ଥଗିତ
  • ||
  • ବିଶ୍ୱ ସାଇକେଲ ଦିବସ; ପେଁ ପାଁରେ ହଜିନି କ୍ରିଂ କ୍ରିଂ କ୍ରିଂ...ଫିଟନେସ୍‌ ପାଇଁ ପାଲଟିଛି ପ୍ରଥମ ପସନ୍ଦ
  • ||
  • ଛେଣ୍ଡିପଦା: ବିପଦରେ ଗଜରାଜ, ସୋଲାର କରେଣ୍ଟରେ ହାତୀ ମୃତ
  • ||
  • ଚନ୍ଦନେଶ୍ଵର: ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ୨ ଗିରଫ
  • ||
  • ବାଙ୍କୀ: ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ରାସ୍ତାରୋକ କଲେ ଗ୍ରାମବାସୀ
  • ||
  • ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ବିଶ୍ୱଯୁଦ୍ଧ ଭୟ: ଦୀର୍ଘ ୮୦ ବର୍ଷ ପରେ ଘାରିଛି ଆଶଙ୍କା, ଋଷ-ଆମେରିକା, ପରମାଣୁ ଅସ୍ତ୍ର ମୁଖ୍ୟ କାରଣ
  • ||
  • IPL 2025 ମହାଲଢ଼େଇ: ଆଜି ମୁହାଁମୁହିଁ ହେବେ ପଞ୍ଜାବ -ବେଙ୍ଗାଲୁରୁ, ପ୍ରଥମ ଟାଇଟଲ ଆଶାରେ ଉଭୟ ଟିମ୍
  • ||
  • ରାଜ୍ୟରେ ପୁଣି ଉପରମୁହାଁ ତାତି : ଆଗାମୀ ୪ ଦିନ ଯାଏ ଭୀଷଣ ଗରମ ସହ ଗୁଳୁଗୁଳି, ସପ୍ତାହ ଯାଏ ବର୍ଷା ନାହିଁ
  • ||

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ଯୋଗ: ବଦଳିବ ଏହି ୫ ରାଶିଙ୍କ ଭାଗ୍ୟ...

Published By : Harapriya Sethi | May 31, 2025 6:45 AM

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ୨ଟି ଗ୍ରହ ପରସ୍ପର ସହ ୬୦ ଡିଗ୍ରୀ କୋଣରେ ରହିଥାନ୍ତି, ତେବେ ଏକ ବିଶେଷ ଓ ଶୁଭ ଯୋଗ ସୃଷ୍ଟି ହୋଇଥାଏ । ଏହାର ପ୍ରଭାବରେ ଜୀବନରେ ଅନେକ ସକରାତ୍ମକ ପରିବର୍ତ୍ତନ ହୋଇଥାଏ । ଜ୍ୟୋତିଷ ଗଣନାନୁସାରେ ଜୁନ୍‌ ୫ରେ ଶୁକ୍ର ଓ ଗୁରୁ ଗ୍ରହ ପରସ୍ପର ସହ ୬୦ ଡିଗ୍ରୀ କୋଣରେ ରହି ଗୁରୁ-ଶୁକ୍ର ଦୃଷ୍ଟି ଯୋଗ ସୃଷ୍ଟି କରିବେ । ଏହି ଶୁଭ ଯୋଗ ଫଳରେ ଅନେକ କାର୍ଯ୍ୟରେ ସଫଳତା, ପ୍ରଗତି ହୋଇଥାଏ । ଆର୍ଥିକ ସ୍ଥିତି ମଜଭୁତ ହେବ । ସକରାତ୍ମକ ପରିବର୍ତ୍ତନ ହେବ । ତେବେ ଜାଣନ୍ତୁ କେଉଁ କେଉଁ ରାଶିଙ୍କ ଭାଗ୍ୟ ବଦଳିଯିବ..

ବୃଷ- ମାନସିକ ଶାନ୍ତି ମିଳିବ । କଠିନ ପରିସ୍ଥିତି ପରେ ମଧ୍ୟ ଲକ୍ଷ୍ୟ ପ୍ରାପ୍ତି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଆୟରେ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି ସହ ଚାକିରିରେ ଶୁଭଫଳ ମିଳିବ । ସମୟ ଅନୁକୂଳ ରହିଛି ।

ମିଥୁନ- ଅତ୍ୟନ୍ତ ଶୁଭଫଳ ମିଳିବ । ଅନେକ କ୍ଷେତ୍ରରେ ସଫଳତା ହାସଲ କରିବେ । ନୂଆ ଲୋକଙ୍କ ସହ ସାକ୍ଷାତ ହେବ । ଯେଉଁମାନେ ଚାକିରି ପାଇଁ ଇଚ୍ଛୁକ ସେମାନଙ୍କର ଚାକିରି ହେବ । ବ୍ୟବସାୟରେ ବଡ ଧରଣର ଲାଭ ହେବ ।

ତୁଳା - ଆତ୍ମବିଶ୍ୱାସ ବୃଦ୍ଧି ହେବ । ବ୍ୟବସାୟରେ ବୃଦ୍ଧି ହେବ । ନୂଆ ନୂଆ ସୁଯୋଗରୁ ଲାଭ ପାଇବେ । ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମ୍ମାନ ସହ ପଦନ୍ନୋତି ମିଳିବ । ସହକର୍ମୀଙ୍କ ସହଯୋଗ ମିଳିବ । ଚିନ୍ତା ଦୂର ହେବ ।

ବିଛା- ଅତ୍ୟନ୍ତ ଶୁଭ ସମୟ ରହିଛି । ଜୀବନରେ ଅନେକ ସଫଳତା ମିଳିବ । ଆତ୍ମବିଶ୍ୱାସ ବୃଦ୍ଧି ହେବ । ଚାକିରିରେ ପଦନ୍ନୋତି ହେବ । ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଶୁଭଙ୍କର । ବ୍ୟବସାୟରେ ବୃଦ୍ଧି ସହ ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ ।

କୁମ୍ଭ- କଳା, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରେ ବଡ ସଫଳତା ମିଳିବ । ଆର୍ଥିକ ଲାଭର ଯୋଗ ରହିଛି । ଚାକିରିରେ ଶୁଭଫଳ ସହ ଦରମା ବୃଦ୍ଧି ହେବ । ଚିନ୍ତା ଦୂର ହେବ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.