ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ବୋମା ନିଷ୍କ୍ରିୟ ବେଳେ ଅଘଟଣ, ବୋମା ବିସ୍ଫୋରଣ ଘଟି ହାବିଲଦାର ମୃତ

କଟକ, ୧୪/୦୬ : ବୋମା ନିଷ୍କ୍ରିୟ ବେଳେ ଅଘଟଣ। ଜବତ ହୋଇଥିବା ବୋମା ନଷ୍ଟ କରିବା ବେଳେ ବିସ୍ଫୋରଣ ଘଟିଛି। କଟକ ଗୋପାଳପୁର ସଦର ଥାନାର ଏକ ପରିତ୍ୟକ୍ତ ଘରେ ରଖାଯାଇଥିଲା। ନିଷ୍କ୍ରିୟକାରୀ ପୋଲିସ ଟିମ୍‌ରେ ଥିବା ଜଣେ ହାବିଲଦାରଙ୍କ ମୃତ୍ୟୁ ଘଟିଛି। କିଭଳି ଏବଂ କେଉଁ ପରିସ୍ଥିତିରେ ହାବିଲଦାରଙ୍କ ମୃତ୍ୟୁ ଘଟିଛି ତାହା ଜଣାପଡ଼ି ନାହିଁ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.