ପ୍ରମୂଖ ଖବର
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ବୃନ୍ଦାବତୀ ନିବାସରେ ହବିଷ୍ୟାଳିଙ୍କ ଆନ୍ଦୋଳନ, ରହଣି ଦାବି କଲେ ଅଣପଞ୍ଜିକୃତ

ପୁରୀ, ୧୭/୧୦ : ପୁରୀରେ ହବିଷ୍ୟାଳିଙ୍କ ଆନ୍ଦୋଳନ। ବୃନ୍ଦାବତୀ ନିବାସରେ ହବିଷ୍ୟାଳିମାନେ ଆନ୍ଦୋଳନ କରିଛନ୍ତି। ପଞ୍ଜିକରଣ କରିନଥିବା ହବିଷ୍ୟାଳି ରହଣି ଦାବି କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ସୂଚନାନୁଯାୟୀ, ପୁରୀ ବୃନ୍ଦାବତୀ ନିବାସରେ କିଛି ପଞ୍ଜିକରଣ କରିନଥିବା ହବିଷ୍ୟାଳି ଏଠାରେ ରହିବାକୁ ଦାବି କରି ଆନ୍ଦୋଳନ କରିଛନ୍ତି। ଖବର ପାଇ ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ବୁଝାସୁଝା କରୁଛନ୍ତି। ପ୍ରଥମେ ପଞ୍ଜିକୃତ ହବିଷ୍ୟାଳିଙ୍କ ଲାଗି ବ୍ୟବସ୍ଥା କରାଯିବ, ଏହା ପରେ ସ୍ଥାନ ଫାଙ୍କା ରହିଲେ ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ଦିଆଯିବ ବୋଲି ଉପଜିଲ୍ଲାପାଳ କହିଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.