ପ୍ରମୂଖ ଖବର
  • କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ଚଉଦକୁଲାଟ ପାଳରେ ଜନୈକ ନାବାଳକର ମୃତଦେହ ଉଦ୍ଧା ର
  • ||
  • ମୋହନା ଥାନା ମଲ୍ଲିପଦର ଗାଁର ବ୍ରହ୍ମଣ ସିଂ ହତ୍ୟା ଘଟଣାରେ ୧୪ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ
  • ||
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଭଡ଼ା ଘରୁ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ବାପା

Published By : Prameya | May 22, 2025 3:31 PM

ଦଶରଥପୁର, ୨୨।୦୫: କୁଆଖିଆ-କଁୟାଗୋଲା ୨୦ ନଂ ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଜଣେ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦଶରଥପୁର ଥାନା ଅନ୍ତର୍ଗତ ଇଜାପୁର ପଞ୍ଚାୟତ କଳିଙ୍ଗପୁର ଠାକୁରମୁଣ୍ଡା ସାହିରେ ସେ ଏକ ଭଡ଼ା ଘରେ ରହୁଥିଲେ । ମୃତ ଶ୍ରମିକ ଜଣକ  କେନ୍ଦ୍ରାପଡ଼ା ଜିଲ୍ଳା ସୁବଳ ଗାଁର ଅଭୟ ପରିଡ଼ାଙ୍କ ୩୦ ବର୍ଷୀୟ ପୁଅ ମନୋରଞ୍ଜନ ପରିଡ଼ାବୋଲି ସୂଚନା । 

ଏନେଇ ଖବର ପାଇବା ପରେ ଦଶରଥପୁର ଥାନା ପୁଲିସ ମୃତଦେହକୁ ଜବଦ କରିବା ସହ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ଏଥି ସହିତ ଉକ୍ତ ଭଡ଼ା ଘରେ ରହୁଥିବା ମୃତ ଶ୍ରମିକଙ୍କ ୩ ଜଣ ସାଥୀଙ୍କୁ ମଧ୍ୟ ଥାନାରେ ଅଟକ ରଖାଯାଇଛି । ପୁଅକୁ ଯୋଜନା ବଦ୍ଧ ଭାବେ ହତ୍ୟା କରାଯାଇଥିବା ବାପା ଅଭୟ ପରିଡ଼ା ଦଶରଥପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ଦଶରଥପୁର ପୁଲିସ ମାମଲାର ତଦନ୍ତ ଆରମ୍ଭ କରିଥିବା ଦଶରଥପୁର ଥାନାଧିକାରୀ ଶରତ ନାୟକ ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.