ପ୍ରମୂଖ ଖବର
  • ସମ୍ୱଲପୁର : ଜମିବାଡ଼ି ବିବାଦରୁ ରକ୍ତପାତ, ଛୁରାମାଡ଼ରେ ଜଣେ ଗୁରୁତର
  • ||
  • ଇଂଲଣ୍ଡ ଟୁର୍‌ ପାଇଁ ଭାରତୀୟ ଦଳ ଘୋଷଣା; ଶୁବମନ୍ କ୍ୟାପ୍ଟେନ୍‌, ପନ୍ତ ଉପ-ଅଧିନାୟକ, ସାମି ଆଉଟ୍
  • ||
  • ରାଜା ଚକ୍ର ଓ ଦୁଇ ସହଯୋଗୀ କେନ୍ଦୁଝର କୋର୍ଟରେ ହାଜର, ବୋଲ୍ ନେଇ ହେବ ଶୁଣାଣି
  • ||
  • ପୁରୀ: ବଢ଼ିବ ଜଗତଗୁରୁ ଶଙ୍କାରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା, ପୁରୀ ଏସ୍‌ପି ବିନୀତ୍ ଅଗ୍ରୱାଲଙ୍କ ସୂଚନା
  • ||
  • ବାଲେଶ୍ୱର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • କଟକ : ତିଗିରିଆରେ ବଢି ଚାଲିଛି ଖଣି ମାଫିଆଙ୍କ ରାଜ୍‌, ଏକକାଳୀନ ୧୬ଟି ସ୍ଥାନରେ ଚଢାଉ
  • ||
  • ସମ୍ବଲପୁରରୁ ହାତୀ ଶାବକର ମୃତଦେହ ଉଦ୍ଧାର, କିଛି ଦିନ ତଳେ ମୃତ୍ୟୁ ହୋଇଥିବା ଅନୁମାନ
  • ||
  • ବଲିଉଡ଼ରୁ ଆସିଲା ଦୁଃଖଦ ଖବର; ଆଉ ନାହାନ୍ତି ସଲମାନ ଖାନ୍‌ଙ୍କ କୋ-ଷ୍ଟାର ମୁକୁଲ ଦେବ
  • ||
  • କଳାହାଣ୍ଡି : ଟ୍ରକ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ଆକଳନର ୮ ଦିନ ପୂର୍ବରୁ ବର୍ଷିଲା
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ଯୁବକ ମୃ
  • ||
  • 'ତୁମକୁ ସୁରକ୍ଷା ଉପରେ କହିବାର ଅଧିକାର ନାହିଁ ଭାଷଣ ବନ୍ଦ କର'; UNSCରେ ପାକ୍‌ ଉପରେ ବର୍ଷିଲା ଭାରତ
  • ||
  • ଛତିଶଗଡ଼ ବିଜାପୁର ପୁଲିସକୁ ବଡ଼ ସଫଳତା, ଏସ୍‌ପିଙ୍କ ନିକଟରେ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୨୪ ମାଓବାଦୀ
  • ||
  • ଆରବସାରଗରେ ଅବପାତରେ ପରିଣତ ହେଲା ଲଘୁଚାପ, ଆଗାମୀ କିଛି ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ସମ୍ଭାବନା
  • ||
  • ଯାଜପୁର: ଜାରକା-କୁଆଖିଆ ରାସ୍ତାରେ ଆମ୍ବୁଲାନ୍ସ ଦୁର୍ଘଟଣା, ଜଣେ ମୃତ, ୨ ଆହତ
  • ||
  • ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
  • ||
  • ଆପଲ୍‌କୁ ଟ୍ରମ୍ପଙ୍କ ନାଲିଆଖି; ଆଇଫୋନ୍ ସମେତ ବିଦେଶୀ ସ୍ମାର୍ଟଫୋନ୍ ଉପରେ ୨୫% ଟାରିଫ୍‌
  • ||
  • ୱାନ୍‌ ବିଗ୍‌ ବିଉଟିଫୁଲ ବିଲ୍‌ ପାସ୍‌: ଆମେରିକାରୁ ଭାରତ ଟଙ୍କା ପଠାଇଲେ ୩.୫% ଟିକସ,୨୦୨୬ ଜାନୁଆରୀରୁ ଲାଗୁ
  • ||
  • IPL 2025: ଆଜି କିଙ୍ଗ୍‌ସ- କ୍ୟାପିଟାଲ୍ସ ମଧ୍ୟରେ ଲଢ଼େଇ, ପଏଣ୍ଟ ତାଲିକାର ଶୀର୍ଷକୁ ଉଠିବାକୁ ଚେଷ୍ଟା କରିବ ପଞ୍ଜାବ
  • ||
  • ବାଲିପାଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୩ ଗୁରୁତର
  • ||
  • ଖୋର୍ଦ୍ଧା : ୧୦ ହଜାର ଲାଞ୍ଚ ନେଇ ଧରାପଡିଲେ ୨ ପୋଲିସ ବାବୁ, ବାଙ୍କୋଇ ସ୍ଥିତ ବାସଭବନରେ ଚଢାଉ
  • ||
  • ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ, ଜୁନ୍‌ ୩୦ ଯାଏ ଚାଲିବ, ଜୁଲାଇ ୭ରେ ପ୍ରଥମ ମେଧା ତାଲିକ
  • ||
  • ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ, କାଲି ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ଦେବେ
  • ||
  • ଆସନ୍ତା ୨୯ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ପବନ ବହିବ, ବଜ୍ରପାତର ଆଶଙ୍କା
  • ||
  • ଅନୁଗୁଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୪ ଶିକାରୀ ଅଟକ
  • ||

ଗଡ଼ଦେଉଳିଆ ଗ୍ରାମର ଏକ ଫାର୍ମ ହାଉସରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୋଲିସ

Published By : prameya | May 23, 2025 2:02 PM

ବେତନଟୀ,୨୩/୦୫:ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ୍ ଗଡ଼ଦେଉଳିଆ ଗ୍ରାମର ଏକ ଫାର୍ମ ହାଉସରୁ ୧୭ବର୍ଷୀୟ ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଖବର ପାଇ ଘଟଣାର ତଦନ୍ତ କରୁଛି ବୈଶିଙ୍ଗା ପୁଲିସ । ତେବେ ମୃତକ ହେଲେ ବାଲେଶ୍ୱର ଜିଲ୍ଲା ସହଦେଖୁଣ୍ଟା ଥାନା ଅଧୀନ ଭୀମପୁରା ଗାଁର ସ୍ୱର୍ଗତ ରଘୁନାଥ ଟୁଡୁଙ୍କ ପୁଅ ଉମେଶ ଟୁଡୁ ।

ଉମେଶ ନିଜର ମା' ସାଲୋ ଟୁଡୁଙ୍କ ସହିତ ମାମୁଘର ଗଡ଼ଦେଉଳିଆରେ ଦୀର୍ଘବର୍ଷ ହେବ ରହି ଆସୁଥିଲେ । ମା' ସାଲୋ ଟୁଡୁ କାମ କରିବା ପାଇଁ ବାହାରକୁ ଯାଇଥିବା ବେଳେ ଉମେଶ ମାମୁ ଘରେ ରହୁଥିଲେ । ମାତ୍ର ଗୁରୁବାର ରାତିରେ ଉମେଶ ଘରକୁ ଫେରିନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କରିଥିବା ମଧ୍ୟ ତାଙ୍କର ସନ୍ଧାନ ମିଳିନଥିଲା । ଆଜି ଅର୍ଥାତ୍ ଶୁକ୍ରବାର ପୂର୍ବାହ୍ନରେ ଗଡ଼ଦେଉଳିଆରେ ଜିପୁ ବିନ୍ଧାଣିଙ୍କ ଫାର୍ମହାଉସର ଘର ଭିତରେ ଉମେଶଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା । ଏନେଇ ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ବୈଶିଙ୍ଗା ପୁଲିସକୁ ଖବର ଦେଇଥିଲେ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି  ଘଟଣାର ତଦନ୍ତ କରିଥିଲା । ଏଥିସହ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ବେଳେ ଉମେଶଙ୍କ ଝୁଲନ୍ତା ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ପାରିପାର୍ଶ୍ଵିକ ସ୍ଥିତିରୁ ଉମେଶ ବେକରେ ଫାଶି ଦେଇ ଆତ୍ମହତ୍ୟା କରିଥିବାର ଅନୁମାନ କରାଯାଉଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ୍ କାରଣ ଜଣାପଡ଼ିବ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.