ପ୍ରମୂଖ ଖବର
  • କୁମ୍ଭମେଳା ଦେଖି ଫେରୁଥିବାବେଳେ କାର-ଟ୍ରକ୍ ଧକ୍କା, ୬ ଜଣଙ୍କର ଚାଲିଗଲା ଜୀବନ
  • ||
  • ବିଧାନସଭାରେ କିଟ୍ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ : ଘୁଞ୍ଚିବ ସେମିଷ୍ଟର ପରୀକ୍ଷା, ଛାତ୍ରଛାତ୍ରୀଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ ସରକାର
  • ||
  • କନ୍ଧମାଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ଭୁବନେଶ୍ଵରରେ ପ୍ରଥମ କରି ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା, ୩୦୦ରୁ ଅଧିକ ଷ୍ଟଲରେ ହେବ ବିକାକିଣା
  • ||
  • ଜୟପୁର : ବେଆଇନ ମାଟି ଇଟା ଭାଟି ଉପରେ କାର୍ଯ୍ୟାନୁଷ୍ଠାନ, ଏକାଧିକ ଇଟା ଭାଟି ଭାଙ୍ଗିଲା ଜିଲ୍ଲା ପ୍ରଶାସନ
  • ||
  • ଭୁବନେଶ୍ୱର : ଗ୍ରୀନ୍‌ ଟ୍ରେଣ୍ଡ୍‌ସ ପାର୍ଲରରେ ଅଗ୍ନିକାଣ୍ଡ, ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାର୍ଲର ସାମଗ୍ରୀ ପାଉଁଶ
  • ||
  • ବାଲେଶ୍ୱର : ବେଆଇନ୍ ବାଲି ଚାଲାଣ ବେଳେ ଚଢାଉ, ୮୦ରୁ ଉର୍ଦ୍ଧ୍ୱ ହାଇୱା ଜବତ
  • ||
  • କଟକ : ଶତାଧିକ ଲିଟର କଫ୍‌ ସିରପ୍‌ ଜବତ, ଜଣେ ଗିରଫ
  • ||
  • ଖାକିରେ କଳଙ୍କ: ସାହାଯ୍ୟ କରିବା ବାହାନାରେ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ଏଏସ୍‌ଆଇ ଗିରଫ
  • ||
  • କେନ୍ଦ୍ରାପଡ଼ା : ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯିବାବେଳେ ଓଲଟିଲା ବୋଲେରୋ, ୧୧ ଆହତ
  • ||
  • ବାଲିପାଟଣା: ପ୍ରେମିକ ଘର ଆଗରେ ଫିନାଇଲ୍ ପିଇଦେଲା ପ୍ରେମିକା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଆଫଗାନିସ୍ତାନକୁ ଭେଟିବ ଦକ୍ଷିଣ ଆଫ୍ରିକା, ଦେଖିବାକୁ ମିଳିବ କଡ଼ା ଟକ୍କର
  • ||
  • ବାଲେଶ୍ୱର : ଅଧାରେ ରହିଗଲା ଭବିଷ୍ୟତ: ବାହାରୁଥିଲେ ପରୀକ୍ଷା ସେଣ୍ଟର, ହଠାତ୍ ଟଳି ପଡ଼ିଲେ ଛାତ୍ର
  • ||
  • ଭୂକମ୍ପ ଝଟକାରେ ଥରିଲା ଆଣ୍ଡାମାନ ଏବଂ ନିକୋବର ଦ୍ବୀପ, ରେକ୍ଟର ସ୍କେଲରେ ୫.୨ ତୀବ୍ରତା ରେକର୍ଡ
  • ||
  • ଶ୍ରୀଜିଉଙ୍କ ନିକଟର ଲାଗି ହେଲା 'ଅମୃତ ଅନ୍ନ', ୫ ପ୍ରକାର ଜୈବିକ ଚାଉଳ ପ୍ରସ୍ତୁତ
  • ||
  • ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କର କାର୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦାଦା
  • ||
  • ରାଜ୍ୟରେ ଆଜିଠୁ ମାଟ୍ରିକ୍‌ ପରୀକ୍ଷା, ପରୀକ୍ଷାର୍ଥୀଙ୍କୁ ସ୍ମାର୍ଟ ୱାଚ୍‌ ମନା, କପି ରୋକିବାକୁ ୪ ସ୍ତରୀୟ ସ୍ବାର୍ଡ ବ୍ୟବସ୍ଥା
  • ||
  • ରାଜ୍ୟରେ ଆସନ୍ତା ୨୪ ଯାଏ ବର୍ଷା ସମ୍ଭାବନା, ପବନ ଏବଂ କୁଆପଥର ମାଡ଼ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବନ୍ଦ କୋଠରୀ ଭିତରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | February 20, 2025 2:28 PM

ଭୁବନେଶ୍ୱର,୨୦/୦୨: ଗୁନେଇବିଲି ଗ୍ରାମରେ ଥିବା ଏକ ବନ୍ଦ କୋଠରୀରୁ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ପ୍ରଧାନ ଶିକ୍ଷୟିତ୍ରୀ ଜଣକ ଗୁନେଇବିଲି ଗାଁର ପ୍ରଭାତୀ ଦେହୁରୀ ବୋଲି ଜଣାପଡ଼ିଛି । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗ୍ରାମରେ ଏଭଳି ଘଟଣା ଘଟଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ପ୍ରଭାତୀ ତୁମୁସିଙ୍ଗା ଗ୍ରାମର ପଞ୍ଚଶଖା ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ଆଜକୁ ଦୁଇ ବର୍ଷ ତଳେ ସ୍ୱାମୀ ସତ୍ୟାନନ୍ଦ ପଧାନଙ୍କର ମୃତ୍ୟୁ ହୋଇ ସାରିଛି । ତେବେ ଆଜି ଶ୍ୱଶୁରଙ୍କ ରୁମ୍‌ ସାମ୍ନାରେ ଥିବା ଆଉ ଏକ ବନ୍ଦ କୋଠରୀରୁ ପ୍ରଭାତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ସନ୍ଦେହ ଜନକ ମୃତଦେହକୁ ନେଇ ଏବେ ସସପେନ୍ସ ବଢି ଚାଲିଛି । ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ତୁମୁସିଙ୍ଗା ପୋଲିସ ପହଞ୍ଚି ଶବ ଜବତ କରି ତଦନ୍ତ କରିବା ସହ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ ଜାରି ରଖିଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.