ପ୍ରମୂଖ ଖବର
  • ବଢିଲା ବିଜୟ ମାଲ୍ୟାଙ୍କ ଅଡୁଆ, ଏନ୍‌ବିଡବ୍ଲୁ ଜାରି କଲେ ସିବିଆଇ କୋର୍ଟ
  • ||
  • ୟୁରୋ କପ୍ ୨୦୨୪: ବେଲଜିୟମ୍‌ ସ୍ୱପ୍ନ ଧୂଳିସାତ୍‌, ଭର୍ତୋଙ୍ଗେନଙ୍କ ଆତ୍ମଘାତୀ ଗୋଲ୍‌ ବଳରେ କ୍ୱାର୍ଟରରେ ଫ୍ରାନ୍ସ
  • ||
  • ଚଳିତ ମାସ ୧୨ ଦିନ ବ୍ୟାଙ୍କ ବନ୍ଦ, କେବଳ ଅନ୍‌ଲାଇନରେ ବ୍ୟାଙ୍କ ସେବା ପାଇପାରିବେ ଗ୍ରାହକ
  • ||
  • ରଥଯାତ୍ରା ଚୂଡ଼ାନ୍ତ ସମନ୍ୱୟ କମିଟି ବୈଠକ, ଆଜି ଟାଉନ୍‌ ହଲ୍‌ରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ||
  • ୟୁରୋ କପ୍: ବେଲଜିୟମକୁ ହରାଇ କ୍ୱାର୍ଟରରେ ଫ୍ରାନ୍ସ,, ସ୍ଲୋଭେନିଆକୁ ହରାଇ କ୍ୱାର୍ଟରରେ ପର୍ତ୍ତୁଗାଲ୍‌
  • ||
  • ବଡ଼ଦେଉଳରେ ଖଳିଲାଗି ଏକାଦଶୀ ନୀତି: ରକ୍ତ ବସ୍ତ୍ର ଓ ତୁଳସୀ ଲାଗି ହେବେ ଦାରୁବ୍ରହ୍ମ, ବାଜିବ ବିଜେ କାହାଳୀ
  • ||
  • ଜୁଲାଇରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଆଶା, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||

କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ

ଟିଟିଲାଗଡ଼, ୩୦।୬: ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା କାଗଜ ଫ୍ୟାକ୍ଟ୍ରିରେ ଲାଗିଛି ଭୟଙ୍କର ନିଆଁ । ଗାଁରେ ଥିବା ମହାବୀର ପେପର ଫ୍ୟାକ୍ଟ୍ରିରେ ନିଆଁ ଲାଗିଥିବା ସୂଚନା । କୌଣସି ଏକ ରାସାୟନିକ ପଦାର୍ଥର ବିସ୍ଫୋରଣ ହେବା ଫଳରେ ନିଆଁ ଲାଗିଯାଇଥିଲା ବୋଲି ପ୍ରାଥମିକ ସୂତ୍ରରୁ ମିଳିଛି ସୂଚନା । 

ତେବେ କାରଖାନାରର ଗୋଦାମ ଗୃହରେ ନିଆଁ ଲାଗିଥିବାରୁ କାଗଜ ଓ ବିଭିନ୍ନ ପ୍ରକାର କେମିକାଲ ଥିବାରୁ ନିଆଁ ଶୀଘ୍ର ମାଡ଼ିଯାଇଥିବା ଜଣାପଡ଼ିଛି । ତେବେ କାରଖାନାରଟି ଛୋଟ ଥିବାରୁ ସବୁ ସେଭଳି କିଛି ସୁରକ୍ଷା ବ୍ୟବସ୍ଥାରେ ନ ଥିବାରୁ ଏଭଳି ଅଘଟଣ ଘଟିଥିବା ଆସଙ୍କା ସୃଷ୍ଟି ହୋଇଛି । ତେବେ ଏଥିରେ କେତେ କ୍ଷୟକ୍ଷତି ଧନଜୀବନ ନଷ୍ଟ ହୋଇଛି ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡ଼ିନଥିବା ବେଳେ ବର୍ତ୍ତମାନ ସୁଦ୍ଧା ଅଗ୍ନିଶମ ବାହିନୀ ଘଟଣାସ୍ଥଳକୁ ପହଞ୍ଚିନଥିବା ଜଣାପଡ଼ିଛି ଓ ବର୍ତ୍ତମାନ ସୁଦ୍ଧା ନିଆଁକୁ ଆୟତ୍ତ କରାଯାଇପାରିନାହିଁ । 

 

          

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.