ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

କୁହୁଡିର ଚାଦର ତଳେ ପାଟଣା, ଯାନବାହନ ଚଳାଚଳରେ ସମସ୍ୟା

Published By : Harapriya Sethi | December 12, 2024 7:32 AM

ପାଟଣା,୧୨/୧୨: କୁହୁଡିର ଚାଦର ତଳେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳ । ଆଜି ସକାଳୁ ସକାଳୁ ପାଟଣା ଅଞ୍ଚଳରେ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି । ଫଳରେ ରାଜପଥରେ ଗାଡି ଚଳାଚଳରେ ସମସ୍ୟା ଦେଖା ଦେଇଛି । ଘନ କୁହୁଡି ଯୋଗୁ ସକାଳୁ ସକାଳୁ ଲୋକେ ଘରୁ ବାହାରିବା ମୁସ୍କିଲ ହୋଇଯାଇଛି । ଶୀତ ବଢିଥିବାରୁ ଛାତ୍ରଛାତ୍ରୀମାନେ ସ୍କୁଲ ଓ କୋଚିଂ କ୍ଲାସ ଯିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । 

ସେହିପରି ମର୍ନିଙ୍ଗ ୱାକ୍ ପାଇଁ ଲୋକେ ସମସ୍ୟାରେ ପଡିଛନ୍ତି । କୋହଲା ପାଗ ସାଙ୍ଗକୁ ଅସହ୍ୟ ଥଣ୍ଡା ଯୋଗୁଁ ଲୋକେ ଘରୁ ବାହାରି ପାରୁ ନାହାନ୍ତି । ମୁହଁକୁ ମୁହଁ ଦୃଶ୍ୟମାନ ହେଉନଥିବାରୁ ଗାଡି ମୋଟର ଚଳାଚଳରେ ସମସ୍ୟା ଦେଖା ଦେଇଛି । ସକାଳୁ ସକାଳୁ ଚଲଚଞ୍ଚଳ ହୋଇ ପଡୁଥିବା ପାଟଣା ଅଞ୍ଚଳର ବଜାର ଘାଟ ଏବେ ଶୂନ ଶାନ୍ ହୋଇପଡିଛି । କେନ୍ଦୁଝର ପାଟଣା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ବମ୍ବେ, କଲିକତା ଏବଂ ୨୨୦ ନମ୍ବର ରାଞ୍ଚି-ବିଜୟ ୱାଡା ଜାତୀୟ ରାଜପଥରେ ଗାଡି ଚଳାଚଳରେ ସମସ୍ୟା ଦେଖା ଦେଇଛି । ଅନ୍ୟ ପଟେ ଅସହ୍ୟ ଥଣ୍ଡା ଯୋଗୁଁ ବସ ଯାତ୍ରୀ ମାନେ ମଧ୍ୟ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି । ଥଣ୍ଡାରୁ ରକ୍ଷା ପାଇଁ ଚା ଦୋକାନରେ ଲୋକଙ୍କ ଭିଡ଼ ଜମିବା ସହ ଲୋକେ ନିଆଁ ଜାଳିଥିବା ମଧ୍ୟ ଦେଖିବାକୁ ମିଳିଛି ।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.