ପ୍ରମୂଖ ଖବର
  • କନ୍ଧମାଳ : ପୁଅର ମୁଣ୍ଡକୁ ପଥରରେ ଛେଚି ହତ୍ୟା କଲା ବାପା
  • ||
  • ୪ ଡିସମିଲ ଜାଗାରୁ କମ ଥିଲେ ଭୂମିହୀନ ଭାବେ ଗଣନା କରାଯିବ: ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

କାଳବୈଶାଖୀ ବର୍ଷାରେ ବେହାଲ କଟକ, ତଳିଆ ଅଂଚଳରୁ ପମ୍ପ୍ ଯୋଗେ ଜଳ ନିଷ୍କାସନ କଲା ସିଏମସି…

Published By : Prameya | May 19, 2025 6:54 PM

କଟକ ୧୯/୦୫: କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି। ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର। ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି । ପ୍ରବଳ ବର୍ଷା ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ଗତ‌ କିଛି ଦିନ ଧରି କଟକରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୁତ ହେଉଥିଲା। 

ଆଜିର କାଳବୈଶାଖୀ ବର୍ଷା ଜନଜୀବନକୁ ଆଶ୍ବସ୍ତ କରିଛି । ପ୍ରାୟ ୧ ଘଣ୍ଟା ଧରି ହୋଇଥିବା ବର୍ଷାରେ କାଜିବଜାର, ଗଙ୍ଗା ମନ୍ଦିର, ଗହ୍ମାଡିଆ, କେଶରପୁର, ପଟ୍ଟାପୋଲ, ତୁଳସୀପୁର, ଦେଉଳସାହି, ବିଡାନାସୀ ସମେତ ବିଭିନ୍ନ ସାହି ବସ୍ତିରେ ବର୍ଷା ଜଳ ଜମି ରହିଛି । ସ୍ଥିତିକୁ ଦେଖି କିଛି ସ୍ଥାନରେ କଟକ ମହାନଗର ନିଗମ ତରଫରୁ ପମ୍ପ ମାଧ୍ୟମରେ ବର୍ଷା ଜଳ ନିସ୍କାସନ କରାଯାଉଛି। ଅନ୍ୟପକ୍ଷରେ ଆଗକୁ ବର୍ଷା ଋତୁକୁ ଦୃଷ୍ଟିରେ ରଖି ବର୍ତ୍ତମାନ ସହରରେ ସିଏମସି ତରଫରୁ ପଙ୍କୋଦ୍ଧାର କାମ ଚାଲିଥିବା ବେଳେ ଆଜି ବର୍ଷା ପରେ ପଙ୍କ ଗୁଡ଼ିକ ପୁଣି ଡ୍ରେନରେ ମିଶିଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.