ପ୍ରମୂଖ ଖବର
  • ମାଲକାନଗିରି : ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀଙ୍କ ୮ ନକ୍ସଲ, ତନ୍ମଧ୍ୟରୁ ଜଣେ ମହିଳା
  • ||
  • କଣ୍ଟାବାଞ୍ଜି : ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ
  • ||
  • ସମ୍ୱଲପୁର : ମଶାଣି ନିକଟରୁ ଅଜଣା ଗଳିତ ମୃତଦେହ ଉଦ୍ଧାର, ହତ୍ଯା ସନ୍ଦେହ
  • ||
  • ନୂଆପଡ଼ା : ଜମିବାଡ଼ିକୁ ନେଇ ଗଣ୍ଡଗୋଳ, ୩ ଗୁରୁତର
  • ||
  • ଭରତପୁର ଥାନାରେ ଲାଗିବ ୨୫ ସିସିଟିଭି, ଆରମ୍ଭ ହେଲା ପ୍ରକ୍ରିୟା
  • ||
  • ଭୁବନେଶ୍ୱର : ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି, ହେବନି ଆନ୍ଦୋଳନ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ କମୁନି ଦାଦନ ଦୁଃଖ; ଚାଲାଣ ବେଳେ ୧୨ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ
  • ||
  • ଚୌଦ୍ୱାର : ବିରୂପା ବ୍ୟାରେଜ ନିକଟରେ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ମାଲକାନଗିରି : ଡଙ୍ଗା ଚଳାଇ ଚିତ୍ରକୋଣ୍ଡା ଗାଁକୁ ଗଲେ ବିଧାୟକ, ଲୋକଙ୍କ ଦୁଃଖ ପଚାରି ବୁଝିଲେ
  • ||
  • ଭରତପୁର ଥାନାରେ ହଙ୍ଗାମା ଘଟଣା: କିଏ ସତ କହୁଛି ? ମିଛଧରା ପରୀକ୍ଷାକୁ ଭରସା କରିଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ି କେନ୍ଦ୍ରରେ ୧୫ ଦିନ ହେଲା ଝୁଲୁଛି ତାଲା, ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ
  • ||
  • ରାଉରକେଲାରେ ଲଜ୍ଜ୍ୟା: ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ ୩ ଅଭିଯୁକ୍ତ
  • ||
  • ନବରଙ୍ଗପୁର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
  • ||
  • ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସର୍ବାଧିକ ୧୦୦୦ଟି ଅଭିଯୋଗର ଶୁଣାଣି ହେବ
  • ||
  • ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଇସ୍ରାଏଲ ଉପରେ ପ୍ରଚଣ୍ଡ ଡ୍ରୋନ ଆକ୍ରମଣ କଲା ହିଜବୁଲ୍ଲା, ବଙ୍କର ଓ ବମ୍‌ ସେଲ୍‌ଟର ହୋମ୍‌ରେ ରହିଲେ ଲୋକେ

ବିରୁଟ,୨୩/୦୯: ଇସ୍ରାଏଲ ଓ ହିଜବୁଲ୍ଲା ପରସ୍ପର  ବିରୋଧରେ ଆକ୍ରମଣକୁ ଜୋର୍‌ଦାର କରିଛନ୍ତି । ହିଜବୁଲ୍ଲା  ପକ୍ଷରୁ ଇସ୍ରାଏଲ ଉପରେ ରକେଟ, ମିସାଇଲ ଓ  ଡ୍ରୋନ ଯୋଗେ ପ୍ରଚଣ୍ଡ ଆକ୍ରମଣ କରାଯାଇଛି । ଫଳରେ  ଇସ୍ରାଏଲ ଥରି ଉଠିଛି । 

ସୂଚନା ଅନୁସାରେ ଆଜି ଭୋର ସମୟରେ ହିଜବୁଲ୍ଲା ଉତ୍ତର ଇସ୍ରାଏଲ ଅଞ୍ଚଳରେ ୧୪୦ରୁ  ଅଧିକ ରକେଟ, ଡ୍ରୋନ ଓ ମିସାଇଲ ମାଡ଼ କରିଛି । ଇସ୍ରାଏଲ  ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ସାଇରନ ବଜାଯାଇ ଲୋକଙ୍କୁ  ସତର୍କ କରାଇ ଦିଆଯାଇଛି । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଭୟ ଓ ଆତଙ୍କ ସୃଷ୍ଟି ହୋଇଛି । ଲୋକମାନେ  ବଙ୍କର ଓ ବମ୍‌ ସେଲ୍‌ଟର ହୋମ୍‌ରେ ରହିବାକୁ ବାଧ୍ୟ  ହୋଇଛନ୍ତି । ହିଜବୁଲ୍ଲା ପକ୍ଷରୁ ଇସ୍ରାଏଲ ଉପରେ ଏହା  ଏପର୍ଯ୍ୟନ୍ତ ସବୁଠାରୁ ବଡ ଆକ୍ରମଣ । ଏକଥା ଇସ୍ରାଏଲ  ସେନା ମଧ୍ୟ ସ୍ୱୀକାର କରିଛି । ହିଜବୁଲ୍ଲା ଆକ୍ରମଣରେ ଅନେକ ଘର କ୍ଷତିଗ୍ରସ୍ତ ହୋଇଛି । କିନ୍ତୁ ମୃତାହତ ସମ୍ପର୍କରେ  କୌଣସି ସୂଚନା ମିଳିନାହିଁ । ସେପେଟ ହିଜବୁଲ୍ଲାର ଏହି  ଆକ୍ରମଣର କଡା ଜବାବ ଦେଇଛି ଇସ୍ରାଏଲ । ଇସ୍ରାଏଲ  ମଧ୍ୟ ଲୋବାନନରେ ଥିବା ହିଜବୁଲ୍ଲାର ଠିକଣା ଉପରେ ଶତାଧିକ ମିସାଇଲ ମାଡ଼ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.