ପ୍ରମୂଖ ଖବର
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ଉଚ୍ଚ ରକ୍ତଚାପ ସଚେତନତା ଦିବସ ପାଳିତ

Published By : Gurupada Nath | May 17, 2025 9:16 PM

କଟକ,୧୭/୫ : ଆଜି ଉଚ୍ଚ ରକ୍ତଚାପ ସଚେତନତା ଦିବସ। ଏହି ଦିନଟିକୁ ଉଚ୍ଚ ରକ୍ତଚାପ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପାଳନ କରାଯାଇଥାଏ। ଉଚ୍ଚ ରକ୍ତଚାପର କାରଣ, ନିରାକରଣ, ନିୟମିତ ରକ୍ତଚାପ ମାପିବା ଓ ଉଚ୍ଚ ରକ୍ତଚାପ ରହୁଥିଲେ ଆଦୌ ହେଳା ନ କରି ଔଷଧ ସେବନ କରିବାକୁ ପରାମର୍ଶ ଦେଇଛନ୍ତି ଡାକ୍ତର ଜୟନ୍ତ ପଣ୍ଡା । ଆଜି ନିଜର ଅନ୍ୟ ସହଯୋଗୀମାନଙ୍କ ସହ ଉଚ୍ଚ ରକ୍ତଚାପ ସଚେତନତା ଦିବସ ପାଳନ ସହ ରକ୍ତଚାପ ନିୟନ୍ତ୍ରଣ ସମ୍ପର୍କରେ ବିଶେଷ ଟିପ୍ସ ଦେଇଛନ୍ତି ଡାକ୍ତର ପଣ୍ଡା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.