ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ହୀରାକୁଦ ଜଳଭଣ୍ଡାରରେ ବଢ଼ିଲା ଜଳସ୍ତର, ଖୋଲିଲା ଆଉ ୪ ଗେଟ୍

ସମ୍ବଲପୁର ୦୪/୦୮: ହୀରାକୁଦ ଜଳଭଣ୍ଡାରରେ ବଢ଼ିଲା ଜଳସ୍ତର। ଖୋଲିଲା ଆଉ ୪ଟି ସ୍ଲୁଇସ୍ ଗେଟ୍। ବର୍ତ୍ତମାନ ଜଳଭାଣ୍ଡର ୧୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ବାମ ପାର୍ଶ୍ବରେ ୭ଟି ଏବଂ ଡାହଣ ପାର୍ଶ୍ବର ୩ଟି ଗେଟ୍ ଖୋଲା ରହିଛି। ବର୍ତ୍ତମାନ ପ୍ରତି ସେକେଣ୍ଡରେ ୨ ଲକ୍ଷ ୮ ହଜାର ୬୬୫ କ୍ୟୁସେକ ଜଳ ପ୍ରବେଶ କରୁଛି । ଇନଫ୍ଲୋ ବଢିବା ଫଳରେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୦୯.୬୭ ଫୁଟରେ ପହଞ୍ଚିଛି । ଏଣୁ ଆଉ ୪ଟ ଫାଟକ ଖୋଲିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ ।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.