ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ମୁଖ୍ୟମନ୍ତ୍ରୀଙ୍କ ସହ ହକି ଇଣ୍ଡିଆର କର୍ମକର୍ତ୍ତାଙ୍କ ଆଲୋଚନା ; ଭାରତୀୟ ହକିର ସ୍ପନସରକୁ ଆଉ ୩ ବର୍ଷ ବୃଦ୍ଧି କରାଯିବ

ଭୁବନେଶ୍ୱର, ୨୧/୬ :  ଆଜି ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଆଲୋଚନା ପ୍ରସଙ୍ଗରେ ସେମାନେ କହିଥିଲେ ଯେ, ହକି  ପାଇଁ ଓଡ଼ିଶାକୁ ବିଶ୍ଵରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି ବୋଲି ସେମାନେ କହିଥିଲେ। ଭବିଷ୍ୟତରେ ଓଡ଼ିଶା ସରକାରଙ୍କ ସହ ମିଶି ହକିକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ମିଳିମିଶି କାମ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା ସରକାରଙ୍କ ପକ୍ଷରୁ ୨୦୩୬ମସିହାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ପାଳନ ହେବାକୁ ଯାଉଛି, ସେଥିପାଇଁ ଓଡ଼ିଶା ସରକାରଙ୍କ ହକି ଇଣ୍ଡିଆକୁ sponsorship ଅବଧି ସମୟକୁ ୨୦୩୩ରୁ ଆଉ ତିନି ବର୍ଷ ପାଇଁ ବୃଦ୍ଧି କରାଯିବ ଏବଂ ହକିର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇଦିଆଯିବ ।

ସୂଚନାଯୋଗ୍ୟ ଯେ, ଓଡ଼ିଶା ସରକାର ୨୦୧୮ ମସିହାରୁ ଭାରତୀୟ ହକି ଦଳର sponsorship ଦାୟିତ୍ଵ ନେଇଛନ୍ତି। ୨୦୨୩ ରୁ ୧୦ବର୍ଷ ପାଇଁ sponsorକରିବା ପାଇଁ ପୂର୍ବ ସରକାର ଘୋଷଣା କରିଥିଲେ। ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ ହକି ପ୍ରତି ଓଡ଼ିଶାବାସୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ବୋଲି କହିଥିଲେ। ଏହି ଅବସରରେ ମୁଖ୍ୟଶାସନ ସଚିବ ପି . କେ . ଜେନା, କ୍ରୀଡା ସଚିବ ଭିନିଲ କ୍ରିଷ୍ଣା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.