ପ୍ରମୂଖ ଖବର
  • ଉପକୂଳ ମୁହାଁ ଦାନା, ପାରାଦୀପ ଠାରୁ ୧୦୦ କି.ମି ଦୂରରେ ରହିଛି
  • ||
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

ଜମ୍ମୁ ଓ କଶ୍ମୀରକୁ ଖୁବ୍ ଶୀଘ୍ର ମିଳିପାରେ ରାଜ୍ୟ ପାହ୍ୟା, ବଡ଼ ଧରଣର ପ୍ରସ୍ତୁତିରେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୪।୧୦: ଜମ୍ମୁ-କଶ୍ମୀରକୁ ଖୁବ୍ ଶୀଘ୍ର ମିଳିପାରେ ରାଜ୍ୟ ପାହ୍ୟା। କେନ୍ଦ୍ର ପକ୍ଷରୁ ଖୁବ୍ ଶୀଘ୍ର ପକ୍ରିୟା ଆରମ୍ଭ କରାଯାଇପାରେ। ତେବେ ଏହାକୁ ନେଇ କୌଣସି ଔପଚାରିକ ଭାବରେ କୁହାଯାଇ ନାହିଁ। ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଉମର ଅବଦୁଲା ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କର ଦିଲ୍ଲୀରେ ବଡ ବୈଠକ ହୋଇଛି। ସରକାର ଗଠନ ହେବାପରେ ପ୍ରଥମ ଥର ବୈଠକରେ ଏନ୍‌ସି ସରକାର ରାଜ୍ୟ ପାହ୍ୟା ପ୍ରଦାନ କରିବାକୁ ପ୍ରସ୍ତାବ ପାସ୍ କରିଛନ୍ତି।

ଏନ୍‌ଡିଟିଭିର ରିପୋର୍ଟ ଅନୁସାରେ, କେନ୍ଦ୍ର ଜମ୍ମୁ ଓ କଶ୍ମୀରକୁ ରାଜ୍ୟ ପାହ୍ୟା ପ୍ରଦାନ କରିବାର ପକ୍ରିୟା ଆରମ୍ଭ କରିପାରେ। ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ, ଅଧା ଘଣ୍ଟା ପର୍ଯ୍ୟନ୍ତ ଚାଲିଥିବା ବୈଠକ ଖୁବ୍ ସୌହାର୍ଦ୍ଧପୂର୍ଣ୍ଣ ପରିବେଶରେ ହୋଇଥିଲା। ଜମ୍ମୁ ଓ କାଶ୍ମୀରକୁ ରାଜ୍ୟ ପାହ୍ୟା ପ୍ରଦାନ କରିବାର ପକ୍ରିୟା ଆରମ୍ଭ କରିବାର ଗୃହମନ୍ତ୍ରୀ ନୂଆ ସରକାରଙ୍କୁ ଭରସା ଦେଇଛନ୍ତି।’

ଉମର ଅବଦୁଲା କହିଛନ୍ତି, ଏହା ଏକ ଶିଷ୍ଟାଚାର ସାକ୍ଷାତ ଥିଲା। ଯେଉଁ ସମୟରେ ସେ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ  ଜମ୍ମୁ-କଶ୍ମୀରର ସ୍ଥିତି ସମ୍ପର୍କରେ ଅବଗତ କରାଇଛନ୍ତି ଓ ରାଜ୍ୟ ପାହ୍ୟା ପ୍ରଦାନ କରିବା ପ୍ରସଙ୍ଗରେ ଚର୍ଚ୍ଚା କରିଛନ୍ତି। ଉଲ୍ଲେଖନୀୟ ଯେ, ଜମ୍ମୁ-କଶ୍ମୀର ୨୦୧୯ ରେ କେନ୍ଦ୍ର ଶାସିତ ରାଜ୍ୟ ହେବାପରେ ପୋଲିସ କେନ୍ଦ୍ର ଗୃହମନ୍ତ୍ରଣାଳୟର ଅଧିକାର କ୍ଷେତ୍ରରେ ଆସିଥାଏ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.