ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ହାଉସ କମିଟିର ବୌଦ୍ଧ ଗସ୍ତ : ମଣ୍ଡି ଓ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାର ତଦାରଖ କରିବେ

Published By : Suraj Kumar | June 23, 2025 7:46 PM

ବୌଦ୍ଧ,୨୩/୬(ଆପ୍ର): ଓଡ଼ିଶା ବିଧାନସଭା ହାଉସ କମିଟିର ଏକ ପ୍ରତିନିଧି ଦଳ ସୋମବାର ବୌଦ୍ଧ ଜ଼ିଲ୍ଲା ଗସ୍ତରେ  ଆସି ପହଞ୍ଚିଛନ୍ତି । ବିଧାୟକ ଲକ୍ଷ୍ମଣ ବାଗଙ୍କ ତେତୃତ୍ୱରେ ଏକ ପ୍ରତିନିଧି ଦଳ ଆସି ବୌଦ୍ଧ ସର୍କିଟ ହାଉସଠାରେ ପହଞ୍ଚିଛନ୍ତି । କମିଟି କ୍ଷେତ୍ର ପରିଦର୍ଶନରେ ଯିବେ।

ଅଙ୍ଗନବାଡି କେନ୍ଦ୍ର, ସର୍ବସାଧାରଣ ବିତରଣ ବ୍ୟବସ୍ଥା, ମଣ୍ଡି, ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାର କାମ ତଦାରଖ କରିବାର କାର୍ଯ୍ୟକ୍ରମ ରହିଛି । ଏହା ସହ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ଗୃହ ଠାରେ ସମସ୍ତ ବିଭାଗର ସମୀକ୍ଷା ବୈଠକରେ ଯୋଗ ଦେବେ।  ଜଳସେଚନ, ପର୍ଯ୍ୟଟନ, ସର୍ବସାଧାରଣ ବଣ୍ଟନ ବ୍ୟବସ୍ଥା, ମଧ୍ୟାହ୍ନ ଭୋଜନର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.