ପ୍ରମୂଖ ଖବର
  • ବ୍ରହ୍ମପୁର, : ଲାଞ୍ଜିପଲ୍ଲୀ ଜେଲ ଗେଟ୍ ନିକଟରୁ ୩ ବୋମା ଜବତ
  • ||
  • କୋଏଲ ନଦୀରେ ବୁଡି ଛାତ୍ର ମୃତ
  • ||
  • ଭିଜିଲାନ୍ସ ଜାଲରେ ପୁଣି ଜଣେ ଯନ୍ତ୍ରୀ, ୧୦ ହଜାର ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଧରିଲା ଭିଜିଲାନ୍ସ ଟିମ୍
  • ||
  • ଆସନ୍ତା ୧୯ରୁ ହାଇକୋର୍ଟଙ୍କ ଗ୍ରୀଷ୍ମ ଅବକାଶ, ୮ ଦିନ ବସିବ ଅବକାଶକାଳୀନ ଅଦାଲତ
  • ||
  • ଆସନ୍ତା ୩୧ରେ ଆଇଟିଆଇ ନାମଲେଖା ଆବେଦନ ଶେଷ, ଜୁନ୍‌ ୬ରେ ପ୍ରଥମ ମେଧା ତାଲିକା
  • ||
  • ନିଶ୍ଚିନ୍ତକୋଇଲି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍‌ ରାଜନୀତି, ୩୦ରେ ଆସ୍ଥା ପ୍ରମାଣିତ କରିବେ ରୋଜି
  • ||
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

କାଠ କଟା ଯନ୍ତ୍ର ସହ ବିପୁଳ କାଠ ଜବତ, ମାଲିକ ଫେରାର

Published By : Prameya | May 17, 2025 8:17 PM

ମ.ରାମପୁର,୧୭/୫ : କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ଅଧିନସ୍ଥ ମ.ରାମପୁର ରେଞ୍ଜ ଅଞ୍ଚଳର କେନାଲ ଛକ, ଅଇଁଲା ପାଲିଠାରେ ଏସିଏଫ୍ ତଥା ମ.ରାମପୁର ରେଞ୍ଜ ଅଧିକାରୀ ଅସିତ୍ କୁମାର ଦାଶଙ୍କ ନେତୃତ୍ୱରେ ଚଢଉ କରି ବିପୁଳ ପରିମାଣର କାଠ ସହ କାଠ କଟା ଯନ୍ତ୍ର ଜବତ କରାଯାଇଛି । ସୂଚନା ଅନୁସାରେ ଚଢଉବେଳେ ଗଙ୍ଗାଧର ସାହୁଙ୍କ ଘରୁ ୪୦ସିଏଫଟିରୁ ଅଧିକ ସାଇଜ କାଠ ସହ କାଠ କଟା ଓ ପଲିସ ଯନ୍ତ୍ର ଜବତ କରାଯାଇଛି   । 

ଯାହାର ଆନୁମାନିକ ମୂଲ୍ୟ ଦୁଇ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡ଼ିଛି । ଏଥିରେ ସମୃକ୍ତ ମାଲିକ ଫେରାର ହେଇ ଯାଇଥିବାବେଳେ ବନ ବିଭାଗ ତରଫରୁ ଓ ଆର ୪୬ଏମଆର ୨୦୨୫/୨୬ରେ ଏକ ମାମଲା ରୁଜୁ ହୋଇ ଫେରାର ମାଲିକଙ୍କୁ ଗିରଫ ପାଇଁ ବନ ବିଭାଗ ଉଦ୍ୟମ ଜାରି ରଖିଛି । ଏହି ଚଢଉରେ ଶ୍ରୀ ଦାଶଙ୍କ ସମେତ ବନପାଳ ସମ୍ପଦ କୁମାର, ବନରକ୍ଷୀ ଲକ୍ଷ୍ମୀ ଦୋରା, ବାଳକୃଷ୍ଣ ଜାଲ, ସ୍ୱାର୍ଡ଼ କର୍ମଚାରୀ ପ୍ରକାଶ ମାଝୀ, କିଶୋର ମାଝୀ, ବଇଚନ୍ଦ୍ର ସାହୁ, ବିରଞ୍ଚି ସାହୁ, ଶରତ ଚନ୍ଦ୍ର ବିଶି, ତୁଳସୀ ରାମ ଭୋଇ ପ୍ରମୁଖ ସାମିଲ ଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.