ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଜବଲପୁରରେ ଭୟଙ୍କର ସଡକ ଦୁର୍ଘଟଣା, ୭ ମୃତ, ୧୦ ଆହତ…

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଜବଲପୁରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ଏକ ଯାତ୍ରୀବାହୀ ଅଟୋକୁ ଦୃତଗତିରେ ଆସୁଥିବା ଏକ ହାଇଓ୍ବା ଧକ୍କା ଦେଇଛି । ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ସିହୋରାର ମଜଗବାନ ଥାନା ଅଂଚଳରେ ଏହି ଦୁର୍ଘଟଣା ଘଟିଛି । କୁହାଯାଉଛି କି ଅଟୋର ସମସ୍ତ ଯାତ୍ରୀ ଶ୍ରମିକ ଶ୍ରେଣିର ଥିଲେ । ସମସ୍ତ ଆହତ ମାନଙ୍କୁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ ଅଟୋ ଡ୍ରାଇଭର ଶ୍ରମିକ ମାନଙ୍କୁ ନେଇ ଗାଁକୁ ଯାଉଥିଲେ। ଯେତେବେଳେ ସେ ଚଚଗଂବା ରୋଡ୍ ଦେଇ ଯାଉଥିଲେ, ଆଗରୁ ଆସୁଥିବା ହାଇଓ୍ବା ନିୟନ୍ତ୍ରଣ ବାହାରକୁ ଯାଇ ଅଟୋ ଉପରେ ଓଲଟି ପଡିଥିଲା । ଅଟୋ ଉପରେ ହାଇଓ୍ବା ଓଲଟି ପଡିବା ପରେ, ଶ୍ରମିକମାନେ ଅଟୋ ସହିତ ହାଇଓ୍ବା ତଳେ ପୋତି ହୋଇଯାଇଥିଲେ । 

ଦୁର୍ଘଟଣା ପରେ ନିକଟସ୍ଥ ଲୋକ ଓ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ।ଏହି ଖବର ପାଇବା ମାତ୍ରେ ପୋଲିସ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ଆହତଙ୍କ ଅବସ୍ଥା ଏବେ ଅତ୍ୟନ୍ତ ଚିନ୍ତାଜନକ ରହିଛି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.