ପ୍ରମୂଖ ଖବର
  • ଯାଜପୁର: ଟ୍ରକ୍‌ ପଛପଟୁ ପିଟିଲା ଦେଲା କାର୍; ଦମ୍ପତି ମୃତ, ୫ ଗୁରୁତର
  • ||
  • ଶ୍ରୀମନ୍ଦିରରେ ଅନବସର ସେବା, ଆଜି ମହାପ୍ରଭୁଙ୍କ ଘଣା ଲାଗ ନୀତି
  • ||
  • ଗୁରୁବାରଠୁ ସଚିବାଳୟରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ତୃତୀୟ ମହଲାରୁ କାର୍ଯ୍ୟ କରିବେ
  • ||
  • ଜୁଲାଇ ୧୭ ଯାଏ ରାଜ୍ୟରେ ନିଅଣ୍ଟିଆ ବର୍ଷା ଆଶଙ୍କା: ତିନି ଦିନ ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଆଲର୍ଟ
  • ||
  • ଭାରତ ପହଞ୍ଚିଲା ଟି-୨୦ ବିଶ୍ବବିଜେତା ଟିମ୍ ଇଣ୍ଡିଆ, ଏୟାରପୋର୍ଟରେ ଭବ୍ୟ ସ୍ବାଗତ୍
  • ||

IAS ଅନୁପମ ଶାହା ହେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ !

ଭୁବନେଶ୍ୱର,୦୨/୦୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇପାରନ୍ତି ଯୁବ ଆଇଏଏସ୍‌ ଅନୁପମ ଶାହା। ଏଭଳି ଚର୍ଚ୍ଚା ଏବେ ସଚିବାଳୟ କରିଡରରେ ଶୁଣିବାକୁ ମିଳିଛି । ଅନୁପମ ଏବେ ଜଗତସିଂହପୁର ଜିଲ୍ଲାପାଳ ଅଛନ୍ତି ।  ୨୦୧୨ ବ୍ୟାଚ ଆଇଏଏସ୍‌ ଅନୁପମ ୨୦୧୪- ୧୫ରେ ବାଲିଗୁଡ଼ା ଉପଜିଲ୍ଲାପାଳ ଭାବେ ପ୍ରଶାସନିକ ଚାକିରି ଜୀବନ ଆରମ୍ଭ କରିଥିଲେ ।  ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.