ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ସୁଭଦ୍ରାରେ ତ୍ରୁଟି ଥିଲେ ଯିବ ଫୋନ୍‌ କଲ୍‌, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ମିଳିବ ଟଙ୍କା

Published By : Harapriya Sethi | October 12, 2024 2:58 PM

ଭୁବନେଶ୍ୱର,୧୨/୧୦: ସୁଭଦ୍ରା ଯୋଜନାରେ ତ୍ରୁଟି ଥିଲେ ଯିବ ଫୋନ୍‌ କଲ୍‌ । ତୃତୀୟ ପର୍ଯ୍ୟାୟରେ ତ୍ରୁଟି ହେଲେ ଫୋନ କରି ସଠିକ କରିବାକୁ ଦିଆଯିବ ପରାମର୍ଶ । ଘରକୁ ଘର ଅଙ୍ଗନବାଡି କର୍ମୀ ମାନେ ଯାଇ ତ୍ରୁଟି ସମାଧାନ କରିବେ । ବ୍ଲକ ସ୍ତରରେ ମଧ୍ୟ ଯାଞ୍ଚ ହେବ । ଏନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । 

ସମସ୍ତଙ୍କ ନିକଟରେ ପହଞ୍ଚିବ ସୁଭଦ୍ରା । ରାଜ୍ୟର ସମସ୍ତ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଧିରେ ଧିରେ ଆରମ୍ଭ ହେବ ଆଉ ଏକ ପ୍ରକ୍ରିୟା । ଏପର୍ଯ୍ୟନ୍ତ ଏକ କୋଟି ୬୦ ହଜାର ମହିଳା ପଞ୍ଜିକରଣ କରିଛନ୍ତି । ଯେତେ ଅଧିକ ମହିଳା ପଞ୍ଜିକରଣ କରିବେ, ସମସ୍ତଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଅର୍ଥର ଅଭାବ ନାହିଁ । ଶେଷ ହିତାଧିକାରୀଙ୍କ ପର୍ଯ୍ୟନ୍ତ ଚାଲିବ ସୁଭଦ୍ରା ଯୋଜନା । 

ତେବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଆକାଉଣ୍ଟକୁ ଯିବା ବେଳେ ତ୍ରୁଟି ଥିଲେ, ହିତାଧିକାରୀଙ୍କ ପାଖକୁ ଯିବ ଫୋନ୍ କଲ୍‌ । ବ୍ଲକ ସ୍ତରରେ ଯାଞ୍ଚ ହେବ । ଅଙ୍ଗନବାଡି କର୍ମୀ ଘରକୁ ଘର ବୁଲି ସମସ୍ୟାର ସମାଧାନ କରିବେ । ଏନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.