ପ୍ରମୂଖ ଖବର
  • ମାଲକାନଗିରି : ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ, ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୁଲିସ, ସମସ୍ତଙ୍କର ପଲିଗ୍ରାଫ ଟେଷ୍ଟ୍‌ କରାଇବ କ୍ରାଇମ୍‌ବ୍ରାଞ୍ଚ୍‌
  • ||
  • ମଧ୍ୟପ୍ରଦେଶରେ ବଡ଼ ଧରଣର ସଡ଼କ ଦୁର୍ଘଟଣା, ୯ଜଣଙ୍କ ମୃତ୍ୟୁ
  • ||
  • ଭୁବନ : ନାଳରେ ବୁଡି ଯୁବକଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଫରେଷ୍ଟରଙ୍କ ସୁଇସାଇଡ ନୋଟ ପାଇ ବି ବନ ବିଭାଗ ଓ ପୁଲିସ ନିରବ: ପତ୍ନୀ ବିଚଳିତ, ଶୁଦ୍ଧିକ୍ରିୟାରେ ଅଘଟଣ
  • ||
  • ଭୁବନେଶ୍ୱର : ଓଲଟିଲା କ୍ଷୀର ବୋଝେଇ କଣ୍ଟେନର, ୩ ଆହତ
  • ||
  • ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ: ଏବେ ବି ୪ ଜିଲ୍ଲା ନିଅଣ୍ଟିଆ ବର୍ଷା, ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ
  • ||
  • ଭୁବନେଶ୍ୱର : ଡ୍ରଙ୍କେନ୍ ଡ୍ରାଇଭ୍ ଚେକିଂ ବେଳେ କାରରୁ ମିଳିଲା ଟଙ୍କା; ଚାଳକ ଅଟକ, କାର୍ ଓ ଟଙ୍କା ଜବତ
  • ||

ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ: ଏବେ ବି ୪ ଜିଲ୍ଲା ନିଅଣ୍ଟିଆ ବର୍ଷା, ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ

ଭୁବନେଶ୍ୱର,୨୯/୦୯: ଦେଶରୁ ଏବେ ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜସ୍ଥାନରୁ ଅନେକ ସ୍ଥାନରୁ ମୌସୁମୀ ପ୍ରତ୍ୟାହାର ହେଉଛି । ଓଡ଼ିଶାରୁ ମୌସୁମୀ ପ୍ରତ୍ୟାହାରର ସ୍ୱାଭାବିକ ତାରିଖ ଅକ୍ଟୋବର ଦ୍ୱିତୀୟ ସପ୍ତାହ  ରହିଛି । ଏଥିପାଇଁ ଅବଗଣନା ଆରମ୍ଭ ହୋଇଥିବା  ବେଳେ ତଥାପି ରାଜ୍ୟର ୪ ଜିଲ୍ଲାରେ ବର୍ଷା  ନିଅଣ୍ଟିଆ ରହିଛି । କେନ୍ଦୁଝର, ଦେବଗଡ଼, ଭଦ୍ରକ  ଓ ଝାରସୁଗୁଡ଼ାରେ ମୌସୁମୀ ବର୍ଷା ସ୍ଥିତି ନିଅଣ୍ଟିଆ ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  

ଜୁନ୍‌ ୧ ତାରିଖରୁ ଏବେ ସୁଦ୍ଧା ରାଜ୍ୟରେ  ୧୧୩୮.୯ମିମି ବର୍ଷା ହେବା କଥା । କିନ୍ତୁ ୧୦୯୦  ମିମି ବର୍ଷା ହୋଇଛି । ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ ବର୍ଷା ହୋଇଛି । ଦେବଗଡ଼ରେ  ୨୩%, ଝାରସୁଗୁଡ଼ାରେ ୨୨% ଓ କେନ୍ଦୁଝରରେ  ୨୦% ନିଅଣ୍ଟିଆ ବର୍ଷା ହୋଇଛି । ନୂଆପଡ଼ା ଓ  ମାଲକାନଗିରିରେ ସ୍ୱାଭାବିକଠାରୁ ଅଧିକ ବର୍ଷା  ହୋଇଥିବାବେଳେ ବାକି ୨୪ଟି ଜିଲ୍ଲାରେ ସ୍ୱାଭାବିକ  ବର୍ଷା ହୋଇଛି ।  ଚାନ୍ଦବାଲିରେ ୨୬.୯ ଓ  ନୂଆପଡ଼ାରେ ୧୪.୪ମିମି ବର୍ଷା ହୋଇଛି।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.