ପ୍ରମୂଖ ଖବର
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ରେଳ ଷ୍ଟେସନ ପରିସରରେ ଅଘଟଣ ; ଜେସିବି ଧକ୍କାରେ ମହିଳା ଶ୍ରମିକ ମୃତ

ବାଙ୍ଗିରିପୋଷି,୪/୧୦ : ବାଙ୍ଗିରିପୋଷି ରେଳ ଷ୍ଟେସନ ପରିସରରେ ଘଟିଛି ଅଘଟଣ । ଜେସିବି ଧକ୍କାରେ ମହିଳା ଶ୍ରମିକ ମୃତ ଘଟିଛି । ମୃତକ ଜଣକ ହେଲେ ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମଝିଗାଁ ଗ୍ରାମର ସାଇବ ନାଏକଙ୍କ ସ୍ତ୍ରୀ ସୁମତି ନାଏକ (୪୬) । 

ସୂଚନା ଅନୁସାରେ, ଗତ କିଛି ମାସ ଧରି ବାଙ୍ଗିରିପୋଷି ରେଳ ଷ୍ଟେସନର ଉନ୍ନତି କରଣ ପାଇଁ ନିର୍ମାଣ କାର୍ଯ୍ୟ ଚାଲିଛି। ଏହି କାର୍ଯ୍ୟରେ ନିକଟସ୍ଥ ଗ୍ରାମର ମହିଳା ପୁରୁଷମାନେ ଶ୍ରମିକ ଭବେ କାର୍ଯ୍ୟ କରୁଛନ୍ତି । ଆଜି କାମ ଚାଲିଥିବାବେଳେ ଜେସିବି ଚାଳକଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ସୁମତିଙ୍କୁ ଧକ୍କା ଦେଇ ତାଙ୍କ ମୁଣ୍ଡ ଉପରେ ମାଡି ଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି । ତେବେ ଏହି ଦୁର୍ଘଟଣା ପରେ ଚାଳକ ଫେରାର ହୋଇ ଯାଇଛି । ପରିବାର ସେଠାରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହେଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.