ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ମୋଦି ଜଣେ ଚମତ୍କାର ବ୍ୟକ୍ତି: ଡୋନାଲ୍ଡ ଟ୍ରମ୍ପ୍‌

ୱାଶିଂଟନ,୧୯/୦୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତର ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା  କରିଛନ୍ତି । କହିଛନ୍ତି, ମୋଦି ଜଣେ  ଚମତ୍କାର ବ୍ୟକ୍ତି । ନିଜ କାମକୁ ନେଇ  ସେ ବେଶ୍‌ ଭଲ । ଆସନ୍ତା ସପ୍ତାହରେ ମୁଁ ତାଙ୍କୁ ସାକ୍ଷାତ କରିବି । ଆମେରିକାର  ମିଶିଗାନ ପ୍ରଦେଶରେ ଅନୁଷ୍ଠିତ ଏକ  ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମରେ ଟ୍ରମ୍ପ୍‌ ଏହା କହିଛନ୍ତି । ଏହି ପରିପ୍ରେକ୍ଷୀରେ ଟ୍ରମ୍ପ୍‌ ଭାରତର ଟିକସ ନୀତିକୁ ସମାଲୋଚନା  କରିଛନ୍ତି । 

ସେ କହିଛନ୍ତି, ଆମେରିକା  ସହ ଥିବା ବାଣିଜ୍ୟିକ ସମ୍ପର୍କର ଭାରତ  ଦୁରୁପଯୋଗ କରୁଛି। ଆମଦାନି  ଉପରେ ଭାରତ ଅତ୍ୟଧିକ ଟିକସ ଲାଗୁ  କରୁଛି । ରାଷ୍ଟ୍ରପତି ଭାବେ ନିର୍ବାଚିତ  ହେବା ପରେ ଆମେରିକାରେ ଯେସାକୁ  ତେସା ନୀତିରେ ବାଣିଜ୍ୟ ନୀତି ଲାଗୁ  କରିବି । ଆମ ଦେଶରୁ ହେଉଥିବା  ରପ୍ତାନି ଉପରେ ଯେଉଁ ଦେଶ ଯେତେ  ଟିକସ ଲାଗୁ କରିବ, ତାହା ଉପରେ  ସେତିକି ଟିକସ ଲାଗୁ କରାଯିବ । ଯଦି କୌଣସି ଦେଶ ୨୫୦ ଗୁଣା ଟିକସ  ଲାଗୁ କରନ୍ତି, ଆମେ ବି ସେତିକି ଟିକସ  ଲଦିବୁ । ଉଲ୍ଲେଖଯୋଗ୍ୟ, ପ୍ରଧାନମନ୍ତ୍ରୀ  ମୋଦି ଆସନ୍ତା ୨୧ ତାରିଖରେ ୩ ଦିନିଆ  ଆମେରିକା ଗସ୍ତରେ ଯାଉଛନ୍ତି । ଏହି  ସମୟରେ ସେ କ୍ୱାଡ୍‌ ସମ୍ମିଳନୀ ଏବଂ  ଜାତିସଂଘ ବୈଠକରେ ଯୋଗଦେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.