ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

କାନପୁର ଟେଷ୍ଟରେ ଟ୍ବିଷ୍ଟ, ବଢ଼ିଲା ଭାରତୀୟ ଟିମ୍‌ର ବିଜୟ ଆଶା

Image Courtesy: aajtak

କାନପୁର: ବାଂଲାଦେଶ ବିପକ୍ଷ ଦ୍ବିତୀୟ ଟେଷ୍ଟ ରୋମାଞ୍ଚକର ମୋଡ ନେଇଛି । ଚତୁର୍ଥ ଦିନରେ ଭାରତୀୟ ଟିମ୍‌ ଏକାଧିକ ରେକର୍ଡ କରିବା ସହ ବଡ଼ ସ୍କୋର କରିଛି । ପ୍ରଥମ ଦିନ ମାତ୍ର ୩୫ ଓଭର, ଦ୍ଵିତୀୟ ଓ ତୃତୀୟ ଦିନର ଖେଳ ରଦ୍ଦ ହେବା ପରେ ବି କାନପୁର ଟେଷ୍ଟକୁ ନେଇ ଉତ୍ସାହ ବୃଦ୍ଧି ପାଇଛି । ଚତୁର୍ଥ ଦିନରେ ୧୮ ଓ୍ଵିକେଟ୍ ପତନ ଏବଂ ୪୩୭ ରନ  ହୋଇଛି । 

ଚତୁର୍ଥ ଦିନରେ ବାଂଲାଦେଶ ୨୩୩ ରନରେ ଅଲଆଉଟ୍ ହେବା ପରେ ଭାରତ ବିସ୍ଫୋରକ ବ୍ୟାଟିଂ କରି   ୨୮୫/୯ରେ ଇନିଂସ ସମାପ୍ତି ଘୋଷଣା କରିଥିଲା। ଆଉ ଦଳ ୫୨ ରନର ଅଗ୍ରଣୀ ହାସଲ କରିଥିଲା। ଆଜି ଖେଳ ଶେଷ ସୁଦ୍ଧା ବାଂଲାଦେଶ ଦ୍ଵିତୀୟ ଇନିଂସରେ ୨ ଓ୍ଵିକେଟ୍ ହରାଇ ୨୬ ରନ କରିଛି। ଦଳ ଏବେ ବି ଭାରତଠୁ ୨୬ ରନରେ ପଛୁଆ ରହିଛି। କ୍ରିଜରେ ଶାଦମାନ ଇସ୍ଲାମ ୭ ରନ ଓ ମୋନିମୁକ ହକ ୦ ରନ କରିବା ସହ ଅପରାଜିତ ଅଛନ୍ତି ।

  • Indian cricket team
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.