ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ଭାରତ ଓ ବାଂଲାଦେଶ କାନପୁର ଦ୍ୱିତୀୟ ଟେଷ୍ଟ: ଟସ୍ ଜିତି ଟିମ୍ ଇଣ୍ଡିଆର ବୋଲିଂ ନିଷ୍ପତ୍ତି, ‘କ୍ଲିନ୍‌ ସୁଇପ’ ଲକ୍ଷ୍ୟରେ ରୋହିତ ବାହିନୀ

କାନପୁର ୨୭/୦୯: ଭାରତ ଓ ବାଂଲାଦେଶ ଅନ୍ତିମ ଟେଷ୍ଟ ଗ୍ରୀନ ପାର୍କ କାନପୁରରେ ଖେଳାଯିବ । ଟସ୍ ଜିତି ଟିମ୍ ଇଣ୍ଡିଆ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି । ୧୯୬୪ ପରେ କାନପୁରରେ ଭାରତୀୟ ଦଳ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ବର୍ଷା ପାଇଁ ଗ୍ରୀନ୍ ପାର୍କରେ ବିଳମ୍ବରେ ଟସ୍ ପଡ଼ିଥିଲା । ଅନ୍ୟପଟେ ରୋହିତ ଶର୍ମାଙ୍କ ନେତୃତ୍ବାଧୀନ ଭାରତୀୟ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ । ଟିମ୍ ଇଣ୍ଡିଆ ଚେନ୍ନାଇରେ ଖେଳାଯାଇଥିବା ପ୍ରଥମ ଟେଷ୍ଟକୁ ସହଜରେ ଜିତି ନେଇଛି । ୨୮୦ ରନରେ ବାଂଲାଦେଶ ପରାସ୍ତ ହୋଇଥିଲା । ଉକ୍ତ ମ୍ୟାଚରେ ରବିଚନ୍ଦ୍ରନ୍ ଅଶ୍ବିନ ଅଲରାଉଣ୍ଡର ପ୍ରଦର୍ଶନ ଦେଖାଇଥିଲେ । ଦ୍ବିତୀୟ ବା ଅନ୍ତିମ ଟେଷ୍ଟକୁ ଜିତି ରୋହିତ୍ ବାହିନୀ ସିରିଜ୍ କ୍ଲିନ୍ ସୁଇପ୍ କରିବା ଲକ୍ଷ୍ୟରେ ରହିଛି । ସେପଟେ ଭ୍ରମଣକାରୀ ବାଂଲାଦେଶ ମଧ୍ୟ ସିରିଜ୍ ବରାବର କରିବକୁ ଚେଷ୍ଟ କରିବ ।




ଭାରତ: ରୋହିତ ଶର୍ମା(ଅଧିନାୟକ),  ଯଶସ୍ୱୀ ଜୈସ୍ୱାଲ୍‌, ଶୁଭମନ ଗିଲ୍‌, ବିରାଟ  କୋହଲି, କେଏଲ ରାହୁଲ, ରିଷଭ ପନ୍ତ,  ରବିନ୍ଦ୍ର ଜାଡେଜା, ରବି ଚନ୍ଦ୍ରନ ଅଶ୍ୱିନ, ଆକାଶ ଦିପ, ଯଶପ୍ରୀତ ବୁମରା,  ମହମ୍ମଦ ସିରାଜ ।  

ବାଂଲାଦେଶ: ସଦମନ ଇସଲାମ,  ଜାକିର ହାସାନ, ନଜମୁଲ ହୋସେନ  ଶାନ୍ତୋ(ଅଧିନାୟକ), ମୋମିନୁଲ ହକ୍‌,  ମୁସଫିକର ରହିମ, ଲିଟନ ଦାସ, ସାକିବ ଅଲ୍‌  ହାସନ, ମେହଦି ହାସାନ ମିରାଜ, ତାଇଜୁଲ୍‌  ଇସଲାମ, ଖାଲିଦ ଅହମ୍ମଦ , ହାସାନ ମାହମୁଦ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.