ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ସେନାଙ୍କୁ ମିଳିଲା ପ୍ରଥମ ସ୍ୱଦେଶୀ ଆତ୍ମଘାତି ଡ୍ରୋନ୍

ନୂଆଦିଲ୍ଲୀ,୧୫/୬: ଆଉ ପାଦେ ଆଗେଇଛି ପ୍ରତିରକ୍ଷା ବିଭାଗ। ଭାରତୀୟ ସେନାକୁ ମିଳିଛି ପ୍ରଥମ ସ୍ୱଦେଶୀ ଆତ୍ମଘାତି ଡ୍ରୋନ୍ ‘ନାଗାସ୍ତ୍ର-୧’ । ଏହି ଡୋନକୁ ଶତ୍ରୁ ପକ୍ଷର ରାଡାର ମଧ୍ୟ ଧରିବାରେ ବିଫଳ ହେବ । ଏବେ ଏୟାର ଷ୍ଟ୍ରାଇକ୍ ପାଇଁ ଆଉ ଫାଇଟର ଜେଟର ପଡ଼ିବ ନାହିଁ ଆବଶ୍ୟକତା ।  ଆତଙ୍କବାଦୀଙ୍କ ଉପରେ ଏୟାର ଷ୍ଟ୍ରାଇକ୍ କରିବାରେ ସକ୍ଷମ ହେବ ଏହି ସ୍ୱଦେଶୀ ଡ୍ରୋନ ।

ତେବେ  ଏୟାରଷ୍ଟ୍ରାଇକରେ ସାହାଯ୍ୟ କରିବ 'ନାଗାସ୍ତ୍ର-୧'। ଉଚିତ ସମୟରେ ଶତ୍ରୁଙ୍କ ଠିକଣାରେ କରିପାରିବ ଏୟାରଷ୍ଟ୍ରାଇକ। କେବଳ ସେତିକି ନୁହେଁ, 'ନାଗାସ୍ତ୍ର-୧' କୁ ରାଡାର ମଧ୍ୟ ଧରିପାରିବ ନାହିଁ। ଏହି ସ୍ୱଦେଶୀ ଆତ୍ମଘାତି ଡ୍ରୋନ୍ ବଙ୍କର, କ୍ୟାମ୍ପ ଓ ଅସ୍ତ୍ରାଗାରକୁ କରିପାରିବ ଧ୍ୱସଂ। ତେବେ ପ୍ରଥମ ପର୍ଯ୍ୟାୟରେ ସେନାକୁ ୧୨୦ଟି ଡ୍ରୋନ ମିଳିଛି। ସେନାକୁ ମୋଟ୍ ୪୫୦ଟି ଡ୍ରୋନ ଯୋଗାଇ ଦିଆଯିବ ବୋଲି ସୂଚନା ରହିଛି। ଭାରତ-ଚୀନ୍ ସୀମା ନୁବ୍ରା ଘାଟିରେ ଏହାର ପରୀକ୍ଷଣ କରାଯାଇଛି।   ୧ରୁ ୪ କିଲୋ ଓଜନର ଅସ୍ତ୍ର ନେଇ ଭରିଥାଏ ଉଡାଣ। ୪ହଜାର ୫ ଶହ ମିଟର ଉପରେ ଉଡ଼ି ଶତ୍ରୁ ଠିକଣା ଧ୍ୱସଂ କରିବ ଏହି ଡ୍ରୋନ । ୬୦ରୁ ୯୦ ମିନିଟ ପର୍ଯ୍ୟନ୍ତ ଉଡ଼ିପାରିବ 'ନାଗାସ୍ତ୍ର-୧'। ୫ କିଲୋମିଟର ଜିପିଏସ୍ ଟାର୍ଗେଟ ରେଂଜ ରହିଛି ଏହାର।




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.