ପ୍ରମୂଖ ଖବର
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ମହାପ୍ରଭୁଙ୍କ ଜମି ଜବରଦଖଲକାରୀଙ୍କୁ ବଡ଼ ଝଟ୍‌କା, ଶ୍ରୀଜଗନ୍ନାଥଙ୍କ ଜମିରେ ଲାଗିଲା ସୂଚନା ଫଳକ

Published By : Rasmita Pradhan | January 31, 2025 1:31 PM

ଭୁବନେଶ୍ଵର, ୩୧/୦୧ : ଶ୍ରୀଜଗନ୍ନାଥଙ୍କ ନାମରେ ଥିବା ଜମିକୁ ପ୍ଲଟିଂ କରି ବିକ୍ରି କରିବା ଘଟଣା। ମହାପ୍ରଭୁଙ୍କ ଜମି ଜବରଦଖଲକାରୀଙ୍କୁ ଲାଗିଲା ବଡ଼ ଝଟ୍‌କା। ମହାପ୍ରଭୁଙ୍କ ଜମିରେ ଲାଗିଲା ଶ୍ରୀମନ୍ଦିର ପ୍ରଶାସନର ସୂଚନା ଫଳକ। ନିଜସ୍ଵ ଭୂସମ୍ପତ୍ତି ବୋଲି ଫଳକ ଲଗାଇ ସ୍ପଷ୍ଟ କଲା ଶ୍ରୀମନ୍ଦିର ପ୍ରଶାସନ। 

ଏହି ଖବରଟିକୁ ପଢନ୍ତୁ-ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ଵ ନେଲେ ମଧୁସୂଦନ ପାଢ଼ୀ

ଜଗନ୍ନାଥଙ୍କ ଜମିରେ ଅନଧିକାର ପ୍ରବେଶ ଆଇନ ଅନୁଯାୟୀ ଦଣ୍ଡନୀୟ ଅପରାଧ ବୋଲି ସୂଚନା ଫଳକରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଉଲ୍ଲେଖ କରାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିର ନିକଟ ତାଳବଣିଆ ମୌଜା ଖାତା ନମ୍ବର୍ ୭୯୧ ର ୬ଟି ପ୍ଲଟର ପ୍ରାୟ ୫୦ ଡିସିମାଲ୍ ଜାଗାକୁ ତାର ବାଡ ବୁଲାଇ ଜବରଦଖଲ କରାଯାଇଥିଲା। କୁମ୍ଭାରପଡ଼ା ଥାନାରେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏତଲା ଦିଆଯାଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.