ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଆରଆଇ, ଅମିନ ପରୀକ୍ଷାରେ ଅନିୟମିତତା ଅଭିଯୋଗ : ବିଭାଗୀୟ ଅଧିକାରୀଙ୍କୁ ରିପୋର୍ଟ ମାଗିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୫।୧୦ :  ଆରଆଇ ଓ  ଅମିନ ପରୀକ୍ଷାରେ ଅନିୟମିତତା ଅଭିଯୋଗ ନେଇ ବିଭାଗୀୟ ଅଧିକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ରିପୋର୍ଟ ମାଗିଛନ୍ତି।ଏହାର ସମ୍ପୂର୍ଣ୍ଣ ରିପୋର୍ଟ ଦେବାକୁ ରାଜସ୍ବ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଏ ପ୍ରସଙ୍ଗ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ  ମଧ୍ୟ ଅବଗତ କରିଛନ୍ତି।

ରାଜସ୍ବ ମନ୍ତ୍ରୀ କହିଛନ୍ତି ଯେ  ଆରଆଇ ଓ  ଅମିନ ପରୀକ୍ଷାରେ ଅନିୟମିତତା ଅଭିଯୋଗ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି । ଯେଉଁ ଅଭିଯୋଗ ମିଳିଛି ସେଥିରୁ ଲାଗୁଛି ପରୀକ୍ଷା ପାଇ ଏହା ଅନୁକୂଳ ପ୍ରକ୍ରିୟା ନୁହେଁ। ସରକାର ଅନୁଧ୍ୟାନ କରିବେ ଯଦି ସଂସ୍ଥା ବ୍ଲାକ ଲିଷ୍ଟେଡ଼ ହୋଇଥିବ  ଉକ୍ତ ସଂସ୍ଥାକୁ ପରୀକ୍ଷା ଦାୟିତ୍ବରୁ ମୁକ୍ତ କରାଯିବ। ତ୍ରୁଟି ବିଚ୍ୟୁତି କେତେ ପରିମାଣର ହୋଇଛି ଏହା ଫଳାଫଳକୁ କେତେ ପ୍ରଭାବ ପକାଇବ ତାକୁ ଅନୁଧ୍ୟାନ କରି ସରକାର ନିଷ୍ପତ୍ତି ନେବେ। ଏହାର ସମାଧାନ ପାଈଁ ସମସ୍ତ ଦ୍ୱାର ଖୋଳା ଅଛି। ପରୀକ୍ଷା ସବୁବେଳେ ତ୍ରୁଟି ଶୂନ୍ୟ ହେବା କଥା। ଉଚିତ ସ୍ଥାନରେ ପରୀକ୍ଷା ହେଉନଥିବା ଛାତ୍ର ଛାତ୍ରୀ ଅଭିଯୋଗ କରିଛନ୍ତି।  ପରୀକ୍ଷାରେ ଅବ୍ୟବସ୍ଥା ଅଭିଯୋଗ ମୋ ପାଖକୁ ଆସିଛି। ଆରଆଇ ଅମିନ ପରୀକ୍ଷା ରାଜସ୍ବ ବିଭାଗ କରେ ନାହିଁ osssc କରେ।  ଜଣେ ଥାର୍ଡ଼ ପାର୍ଟିକୁ ଷ୍ଟାପ ସିଲେକ୍ସନ ବୋର୍ଡ ଆଉଟସୋସିଂ କରିଛି, ସେହି କମ୍ପାନୀର କ୍ରେଡିବୁଲିଟିକୁ ନେଇ ବି ପ୍ରଶ୍ନ ଉଠିଛି ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.