ପ୍ରମୂଖ ଖବର
  • ଭୁବନେଶ୍ବର : ତ୍ରି-ସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ
  • ||
  • ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ
  • ||
  • ଭୁବନେଶ୍ଵର : ଦୂର ହେଲା ମାତୃତ୍ୱ ଛୁଟି ଦ୍ଵନ୍ଦ୍ଵ, ପ୍ରସବ ତାରିଖର ୩ ମାସ ପୂର୍ବରୁ କିମ୍ଵା ପ୍ରସବର ୬ ମାସ ମଧ୍ୟରେ ମିଳିବ ୧୮୦ ଦିନର ଛୁଟି
  • ||
  • କଟକ : ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ; ୨ ଗୁରୁତର
  • ||
  • ଭୟଙ୍କର ବିସ୍ଫୋରଣରେ ଥରିଲା ପାକିସ୍ତାନ; ୪ ଶିଶୁ ମୃତ, ୩୮ ଆହତ
  • ||
  • ସୁନ୍ଦରଗଡ଼ : କଲେଜ୍ ବ୍ରିଜ୍‌କୁ ଦୁର୍ବଳ ଘୋଷଣା ପରେବି ଅବାଧରେ ଯାତାୟାତ କରୁଛି ଭାରୀ ଯାନ, କାର୍ଯ୍ୟାନୁଷ୍ଠାନ ନନେଲେ ଭୁଶୁଡ଼ିବ ପୋଲ
  • ||
  • ସୁନ୍ଦରଗଡ଼ : କୋଏଲ ନଦୀରେ ବୁଡ଼ି ନିଖୋଜ ହୋଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଝାରସୁଗୁଡା : ବାର୍‌ହା ଆକ୍ରମଣରେ ମାଆ ଓ ପୁଅ ଗୁରୁତର, ଡାକ୍ତଖାନାରେ ଭର୍ତ୍ତି
  • ||
  • ଜୁନ୍‌ ୨୩ରେ ପଞ୍ଚାୟତ ଉପନିର୍ବାଚନ; ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଭୋଟ୍‌, ୨୪ରେ ଫଳାଫଳ
  • ||
  • International Tea Day: ଦିନ ଆରମ୍ଭ ହୁଏ ସଞ୍ଜ ବି ସରେ ତାରି ପାଖରେ, କର୍ମକ୍ଲାନ୍ତ ଜୀବନରେ ସେ ତାଜାପଣ ଆଣେ...
  • ||
  • କନ୍ଧମାଳ : ତହସିଲ ଅଫିସରେ ଲାଞ୍ଚ ନେଉଥିଲେ କିରାଣୀ, ଭିଡିଓ ଭାଇରାଲ...
  • ||
  • ଭୁବନେଶ୍ଵର : ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ, ସିଏଚ୍‌ଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ : ଉପକୂଳ ଓ ପଶ୍ଚିମ ଓଡ଼ିଶାରୁ ଖସୁନି ତାତି, ୫ ଦିନରେ କେରଳ ଛୁଇଁପାରେ ମୌସୁମୀ
  • ||
  • ମୟୂରଭଞ୍ଜ : ଚୋରି ବଳଦ ସହ ଗାଡ଼ି ଜବତ, ଡ୍ରାଇଭର ଏବଂ ସହଯୋଗୀ ଫେରାର
  • ||
  • ବଲାଙ୍ଗୀର : ମୋବାଇଲ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ
  • ||

ଭୁବନେଶ୍ବରରେ ଇସ୍ରୋର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ

Published By : Prameya | May 20, 2025 11:15 PM

ଭୁବନେଶ୍ବର,୨୦/୫ :  ଇଶ୍ରୋର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି।   ବିମାନବନ୍ଦରରେ ତାଙ୍କୁ ସୋଆ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇଏନ୍‌ଏଇ ଓଡ଼ିଶା ଶାଖାର ଅଧ୍ୟକ୍ଷ ତଥା ସୋଆ ଆନ୍ତର୍ଜାତିକ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଏବଂ ଆଇଟିଇଆରର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ସ୍ୱାଗତ ଜଣାଇଥିଲେ। 

ବୁଧବାର ସନ୍ଧ୍ୟାରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ କ୍ୟାମ୍ପସ ୨ ପରିସରରେ ଡ. ନାରାୟଣନ ସୋଆର ଫାକଲ୍ଟି ଏବଂ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ବକ୍ତୃତା ପ୍ରଦାନ କରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.