ପ୍ରମୂଖ ଖବର
  • ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ, ୧୦ରୁ ଅଧିକ ଆହତ
  • ||
  • ଚିତ୍ରକୋଣ୍ଡା ପରେ ଯାଜପୁରରେ ଲଜ୍ଜ୍ୟା, ମା' ହେଲେ ଦଶମ ଶ୍ରେଣୀ ଛାତ୍ରୀ
  • ||
  • ଦାରିଙ୍ଗବାଡିରେ ପ୍ରଥମ ଜିଲ୍ଲା ସ୍ତରୀୟ 'ଇନଭେଷ୍ଟମେଣ୍ଟ ମିଟ୍‌-ଇନଭେଷ୍ଟ କନ୍ଧମାଳ' ଉଦ୍‌ଘାଟିତ
  • ||
  • ଢେଙ୍କାନାଳ : ସୁନା ଦୋକାନର ସଟର ତାଡି ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • କ୍ୟାପିଟାଲ ହସ୍ପିଟାଲ ଏକ୍ସରେ ରୁମ୍‌ରୁ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଆଠଗଡ଼ ବନଖଣ୍ଡରେ ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଦନ୍ତା ହାତୀର ଜୀବନ
  • ||
  • ମାର୍ଚ୍ଚ ୧୩ରୁ ସିୟୁଇଟି ପିଜି ପରୀକ୍ଷା, ୧୫୭ ବିଷୟରେ ୪ ଲକ୍ଷ ୧୨ ହଜାର ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍
  • ||
  • କୋରାପୁଟ : ଭାରସାମ୍ୟ ହରାଇ ବ୍ରିଜ୍‌ରୁ ଖସିଲା ବାଇକ୍‌: ୨ ମୃତ, ଜଣେ ଗୁରୁତର
  • ||
  • ଆଇସିସି ଚାମ୍ପିଅନ୍ସ ଟ୍ରଫି: ଆଜି ମୁହାଁମୁହିଁ ହେବେ ପାକିସ୍ତାନ- ବାଂଲାଦେଶ, ବିଜୟ ପାଇଁ ସବୁ ଶକ୍ତି ଖଟାଇବେ
  • ||
  • ଆସାମରେ ଭୂକମ୍ପ ଝଟ୍‌କା ଅନୁଭୂତ,ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୦ ରେକର୍ଡ
  • ||
  • ଗୁରୁବାର ଓଡ଼ିଶା ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା, କାଲି ପୁରୀରେ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ
  • ||
  • ଆଗକୁ ୮୦ଦିନ ଗ୍ରୀଷ୍ମ ଲହରି, ୨୦୦୯ରୁ ଓଡ଼ିଶାରେ ତାପମାତ୍ରାରେ ସାଂଘାତିକ ବୃଦ୍ଧି
  • ||

ମଙ୍ଗଳବିଭାଗ ହାଇସ୍କୁଲରେ ପଠା ପଢାଇଲେ ନୂତନ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ, ମାଟ୍ରିକ ପରୀକ୍ଷାର ଟିପ୍ସ ଦେଲେ

Published By : Prameya | February 27, 2025 9:04 PM

ମାଲକାନଗିରି, ୨୭।୨ : ମଙ୍ଗଳବିଭାଗ ହାଇସ୍କୁଲରେ ପଠା ପଢାଇଲେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ।  ଛାତ୍ରଛାତ୍ରୀଙ୍କୁ ମାଟ୍ରିକ ପରୀକ୍ଷାର ଟିପ୍ସ ଦେଇଛନ୍ତି । ପାଣ୍ଡ୍ରିପାଣି ଅଞ୍ଚଳର ଜାତି ଜନଜାତି ହଷ୍ଟେଲ ବିଦ୍ୟାଳୟ ପରିଦର୍ଶନ କରି ପିଲାମାନଙ୍କୁ ପାଠ ପଢାଇଥିଲେ। 

 ମାଲକାନଗିରି ଜିଲ୍ଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ନୂତନ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ହଳଧର ଶବର  କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଆଇଟିଡିଏ ସଂସ୍ଥା ଅଧୀନରେ ଚାଲୁଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଦାରଖ କରିବା ପାଇଁ ସେ ଗୁରୁବାର ଯାଇଥିଲେ। ପ୍ରଥମେ ପାଣ୍ଡ୍ରିପାଣି ଅଞ୍ଚଳ ଗସ୍ତ କରି ବିଭିନ୍ନ କାର୍ଯ୍ୟ ପରିଦର୍ଶନ କରିବା ସହିତ ଜାତି ଜନଜାତି ହଷ୍ଟେଲ ବିଦ୍ୟାଳୟ ପରିଦର୍ଶନ କରି ମାଟ୍ରିକ ପରୀକ୍ଷା ର ଟିପ୍ସ ଦେଇଛନ୍ତି। ମାଟ୍ରିକ ପରୀକ୍ଷାକୁ ଦୃଷ୍ଟିରେ ରଖ୍ ପାଣ୍ଡ୍ରିପାଣି ହଷ୍ଟେଲ ଛାତ୍ରଛାତ୍ରୀ ମାନଙ୍କୁ ପାଠ ପଢ଼ାଇବା ସହ ପରୀକ୍ଷା ନିମନ୍ତେ କିଛି ପରାମର୍ଶ ଦେଇଥିଲେ। ଏହାପରେ ସମସ୍ତ ଅନ୍ତେବାସୀ ଏବଂ ଶିକ୍ଷକଙ୍କ ସହିତ ବିଦ୍ୟାଳୟ ସମ୍ପର୍କରେ ଆଲୋଚନା କରିଥିଲେ। ବିଦ୍ୟାଳୟର ପାରିପାର୍ଶିକ ପରିବେଶ ଓ ଶୈକ୍ଷିକ ବାତାବରଣ ପାଇଁ ଶିକ୍ଷକ ମାନଙ୍କୁ ତାଗିଦ୍ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.