ପ୍ରମୂଖ ଖବର
  • ଧର୍ମଗଡ଼ : କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ
  • ||
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ

ଭୁବନେଶ୍ବର,୦୬/୧୦: ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା । ଏଭଳି କାଣ୍ଡ କରି ପୁଣି ଗିରଫ ହେଲେ ରଘୁନାଥ ବାରିକ । ସ୍ଥାନୀୟ ଏୟାରଫିଲ୍ଡ ଥାନା ଚଣ୍ଡୀବଜାରରେ ଥିବା ଏକ ମିଠା ଦୋକାନରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, କିଛିଦିନ ତଳେ ଦବଙ୍ଗଗିରି ଦେଖାଇ ରାସ୍ତା ଉପରେ ରିଲ୍ସ କରିଥିଲା ରଘୁନାଥ ବାରିକ । ପରେ ଏହି ମାମଲାରେ କୋର୍ଟ ଚାଲାଣ ହୋଇ ଜେଲ୍‌ରେ ଥିଲେ । ତେବେ ସେଠାରୁ ବେଲ୍‌ରେ ବାହାରିବା ପରେ ପୁଣି ଗିରଫ ହେଲା ଅଭିଯୁକ୍ତ । ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଚଣ୍ଡୀବଜାରରେ ଥିବା ଏକ ମିଠା ଦୋକାନୀକୁ ୫ ଲକ୍ଷ ଟଙ୍କା ଦାଦାବଟି ନଦେଲେ ଦୋକାନ ବନ୍ଦ କରିବାକୁ ଧମକ ଦେଇଥିଲା । କେବଳ ଏତିକି ନୁହେଁ, ଟଙ୍କା ନଦେବାରୁ ଦୋକାନ ଆଗରେ ଟ୍ରାକ୍ଟରରେ ପଥର ମଧ୍ୟ ଗଦେଇଲା ଦୁର୍ବୃତ୍ତ । ଏସବୁ ପରେ ଦୋକାନୀ ଏୟାରଫିଲ୍ଡ ଥାନାରେ ଏନେଇ ଏକ ଅଭିଯୋଗ କରିଥିଲେ ।  ଉକ୍ତ ଅଭିଯୋଗ ଆଧାରରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ରଘୁନାଥ ବାରିକକୁ ଗିରଫ କରିଛି । ରାସ୍ତା ଉପରେ ଗାଡି ରଖି ଭାଇଗିରି ଦେଖାଇ ଥିବା ଘଟଣାକୁ ଯୋଡି କେସ ଦାୟର କରିବ ପୋଲିସ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.