ପ୍ରମୂଖ ଖବର
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ଜନଗଣନା ନେଇ ଆଜି ପ୍ରକାଶ ପାଇବ ଗେଜେଟ ବିଜ୍ଞପ୍ତି, ପ୍ରଥମ ଥର ସାମିଲ ହେବ ଜାତି ଭିତିକ ଜନଗଣନା
  • ||
  • ମେଗା ନିଯୁକ୍ତି ମେଳା: ଆଜି ୯୬୪ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ଷୋଡ଼ଶ ଜନଗଣନାର ପ୍ରସ୍ତୁତି ସମୀକ୍ଷା କଲେ ଶାହ, ଆଜି ଆସିବ ଜନଗଣନା ଗେଜେଟ ବିଜ୍ଞପ୍ତି
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଯାଜପୁରରେ ଡ଼ାଇରିଆ ବ୍ୟାପିବା ଘଟଣାରେ ମତ୍ତ ରଖିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ; କହିଲେ, ପିଇବା ପାଣିରୁ ବ୍ୟାପିଥାଇ ପାରେ ଡ଼ାଇରିଆ

Published By : Bijay Swain | June 13, 2025 8:14 PM

ଭୁବନେଶ୍ୱର,୧୩/୬: ଯାଜପୁରରେ ଡ଼ାଇରିଆ ବ୍ୟାପିବା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ. ନୀଳକଣ୍ଠ ମିଶ୍ର | ପିଇବା ପାଣିରୁ ଡ଼ାଇରିଆ ବ୍ୟାପିଥାଇ ପାରେ ବୋଲି ସେ ଅନୁମାନ କରିଛନ୍ତି । ତେବେ ଲ୍ୟାବ ରିପୋର୍ଟ ଆସିବା ପାରେ ସ୍ଥିତି ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି | 

ଅନ୍ୟପଟେ ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ରିପୋର୍ଟ ଦେଇଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ସେହିପରି ଆଜି ଦିନ ୩ଟାରେ ଏହି ଘଟଣା ସମ୍ୱଦ୍ଧରେ  ମୁଖ୍ୟ ଶାସନ ସଚିବ ସ୍ଥିତି ସମୀକ୍ଷା କରିଥିଲେ। ଏ ଯାଏଁ ଏହି ଘଟଣାରେ ୫ ଜଣ ମୃତ୍ୟୁ ବରଣ କରିଥିବ ବେଳେ ୨୪୫ ଜଣ ଚିକିତ୍ସାଧୀନ ଅଛନ୍ତି। ଆଗୁଆ ମୌସୁମୀ ଏହାର ପ୍ରମୁଖ କାରଣ ବୋଲି ବିଶେଷଜ୍ଞମାନେ ମତ୍ତ ପ୍ରକାଶ କରିଛନ୍ତି। ତେବେ ସମସ୍ତଙ୍କୁ ଭଲ ପାଣି ବ୍ୟବହାର କରିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.