ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ସଏଲ୍ କଞ୍ଜରଭେସନ୍ ଓଭରସିଅର ଅଫିସରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯାଜପୁର, ୧୨/୦୭ : ଯାଜପୁର ମୃତ୍ତିକା ସଂରକ୍ଷଣ କାର୍ଯ୍ୟାଳୟ ପରିସର ଭିତରୁ ଅଧିକାରୀଙ୍କ ମୃତଦେହ ଉଦ୍ଧାର। ମୃତକ ଜଣଙ୍କ ହେଲେ ମୃର୍ତ୍ତିକା ସଂରକ୍ଷଣ କାର୍ଯ୍ୟାଳୟର ସଏଲ୍ କଞ୍ଜରଭେସନ୍ ଓଭରସିଅର ଅଫିସର ସୁରେଶ ମଲିକ। ଦୁଇ ଦିନ ଧରି ସେ ଅଫିସକୁ ଆସିନଥିଲେ। ଆଜି ସକାଳୁ ଅଫିସ କାର୍ଯ୍ୟାଳୟର ଏକ ଗଛରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ଟାଉନ୍ ଥାନା ପୋଲିସ।

ସୂଚନାନୁଯାୟୀ, ଶୁକ୍ରବାର ସକାଳୁ ମୃତ୍ତିକା ସଂରକ୍ଷଣ କାର୍ଯ୍ୟାଳୟର ୱାଚ୍ ମ୍ୟାନ ଗେଟ୍ ଖୋଲିବା ବେଳେ ସୁରେଶ ମଲିକଙ୍କ ମୃତଦେହ ଝୁଲୁଥିବା ଦେଖିଥିଲା। ଏହାପରେ ପୋଲିସକୁ ଖବର ଦେଇଥିଲା। ଘଟଣାସ୍ଥଳରେ ଟାଉନ୍ ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ତେବେ ସୁରେଶ ଆଗରୁ ଦେହ ଖରାପ ନେଇ ମେଡିସିନ୍ ଖାଉଥିଲେ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ଅହମଦପୁର ଅବଦଲପୁର ଗ୍ରାମରେ। ସେ ସଏଲ୍ କଞ୍ଜରଭେସନ୍ ଓଭରସିଅର ଅଫିସର ଭାବରେ କାର୍ଯ୍ୟ କରୁଥିଲେ। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.