ପ୍ରମୂଖ ଖବର
  • ପୁରୀ : ପୁରୁଷୋତ୍ତମ ଏକ୍ସପ୍ରେସରୁ ୧୫୦ ଗୁଳି ଜବତ
  • ||
  • ଦେବଗଡ : ଯୁବତୀଙ୍କୁ ଟାଙ୍ଗିଆରେ ହାଣି ହତ୍ଯା
  • ||
  • ଭୁବନେଶ୍ୱର : ବିଷ ଇଞ୍ଜେକ୍ସନ ଦେଇ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ: ୨ ଯୁବତୀଙ୍କ ସହ ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ସୂର୍ଯ୍ୟମନ୍ଦିରରେ ବଙ୍ଗୀୟ ପର୍ଯ୍ୟଟକ ଆହତ, ଦୀର୍ଘ ସମୟ ଧରି ଫାଟକ ବାହାରେ ଠିଆ ହୋଇ ରହିଲା ଆମ୍ବୁଲାନ୍ସ
  • ||
  • ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାରକୁ ୬ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା
  • ||
  • ବଡ଼ବିଲ ଷ୍ଟେସନ ରୋଡ଼ରେ ଅଘଟଣ, ୧୧ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ଟେଣ୍ଟ କର୍ମଚାରୀଙ୍କ ଜୀବନ
  • ||
  • ବୌଦ୍ଧ : ବସ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କଟକ : କ୍ରାଇମବ୍ରାଞ୍ଚ ହାତରେ ସାଇବର ଠକ ରାକେଟ, ରାଜ୍ୟ ବାହାରୁ ୨୪ ଜଣ ଗିରଫ
  • ||
  • ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ନିଖୋଜ ହୋଇଥିଲେ ଯୁବକ, ମିଳିଲା ମୃତଦେହ
  • ||
  • ବାରିପଦା : କାର୍ଯ୍ୟରେ ଅବହେଳା ପରେ କଠୋର ପଦକ୍ଷେପ ନେଲେ ଜିଲ୍ଲାପାଳ, ୮୪୩ ଟ୍ୟାଗ୍ ଅଫିସର୍‌ଙ୍କ ଦରମା ବନ୍ଦ
  • ||
  • କେନ୍ଦୁଝର : ଅଷ୍ଟମ ବେତନ କମିଶନ ଓ ୟୁପିଏସକୁ ନେଇ ଶ୍ରମିକ ୟୁନିଅନର ସାଧାରଣ ସଭା ଅନୁଷ୍ଠିତ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜ‌ରେ ରାଗିଂ ଘଟଣା: ମୁହଁ ଖୋଲିଲେ ଦ୍ଵିତୀୟ ବର୍ଷ ଛାତ୍ର
  • ||
  • ଗଜପତିରୁ ଗୋରୁ ବୋଝେଇ ଟ୍ରକ୍ ଜବତ, ଡ୍ରାଇଭର ଅଟକ
  • ||
  • କୁହୁଡିର ଧଳା ଚାଦର ତଳେ କେନ୍ଦୁଝର ସହର, ରାସ୍ତାରେ ଗାଡି ମୋଟର ଚଳାଚଳରେ ସମସ୍ୟା
  • ||
  • ବାଲିପାଟଣା : ଗୋମାଂସ ଚୋରା ଚାଲାଣ ବେଳେ ଗାଡି ଅଟକାଇଲେ ଲୋକେ, ୩ ବସ୍ତା ଗୋମାଂସ ଜବତ
  • ||
  • ସୁନ୍ଦରଗଡ଼ : କରମଡିହିରେ ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୫ ଜଣକୁ ନିର୍ମମ ହତ୍ୟା, ୪ ଗୁରୁତର
  • ||
  • ରାଜଧାନୀରେ ହତ୍ୟାକାଣ୍ଡ: ମାଛ ଖାଇବାକୁ ନଦେବାରୁ ଗଡିଲା ମୁଣ୍ଡ, ସହକର୍ମୀଙ୍କୁ ପନିକିରେ ହାଣିଲା ଦୁର୍ବୃତ୍ତ
  • ||

ଧବଳେଶ୍ଵରଙ୍କ ପୀଠରେ ଜଳଲାଗି, ୧୦୮ ସୁବାସିତ ଜଳରେ ସ୍ନାନ ପରେ ନୀତିକାନ୍ତି

ଧବଳେଶ୍ୱର, ୨୯।୭: ପବିତ୍ର ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠ । ରାତି ୪ଟାରୁ ପହଡ଼ ଖୋଲାଜାଇ ୧୦୮ ଗରା ସୁବାସିତ ଜଳରେ ବାବା ଧବଳେଶ୍ୱରଙ୍କୁ ସ୍ନାନ ପରେ ସମସ୍ତ ନିତୀକାନ୍ତି କରାଯାଇ ସାଧାରଣ ଦର୍ଶନ ସହିତ ଜଳଲାଗି ପାଇଁ ଦ୍ଵାର ଫିଟାଯାଇଥିଲା । ବାବା ଧବଳେଶ୍ୱରଙ୍କ ପୀଠକୁ ସଂଯୋଗ କରୁଥିବା ସ୍ଥାୟୀ କଂକ୍ରିଟ୍ ସେତୁ ଦେଇ ଶ୍ରାବଣୀ ଲିଙ୍ଗରେ ଜଳଲାଗି କରିଛନ୍ତି ହଜାର ହଜାର କାଉଡ଼ିଆ । 

ପ୍ରଶାସନ ପକ୍ଷରୁ ବ୍ୟାରିକେଟ୍ ବ୍ୟବସ୍ଥା କରାଯିବା ସହ ଭିଡ଼କୁ ଦୃଷ୍ଟିରେ ରଖି ପୀଠ ମଧ୍ୟକୁ ବାହୁଙ୍ଗିକୁ ସମ୍ପୁର୍ଣ୍ଣ ବାରଣ କରାଯାଇଛି ।  କଂକ୍ରିଟ ସେତୁ ପୂର୍ବରୁ କାଉଡ଼ିଆମାନେ ବାହୁଙ୍ଗି ରଖି କେବଳ ଜଳ କଳସ ଧରି ପୀଠ ଭିତରକୁ ପ୍ରବେଶ କରି ବାବା ଧବଳେଶ୍ୱରଙ୍କ ଶ୍ରାବଣୀ ଲିଙ୍ଗରେ ଜଳ ଲାଗି କରିଛନ୍ତି । ଚଳିତ ବର୍ଷ ପ୍ରଶାସନ ଓ ପୂଜକ ସମିତି ପକ୍ଷରୁ ପ୍ଲାଷ୍ଟିକ କଳସୀ ବା ଗଡ଼ୁକୁ ପୀଠ ମଧ୍ୟକୁ ବାରଣ କରାଯାଇଛି କେବଳ ମାଟି କିମ୍ବା ପିତଳ ଓ ତମ୍ବା କଳସରେ ଜଳ ଆଣିବା ପାଇଁ ନିମନ୍ତେ କୁହାଯାଇଛି । ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି । 

                                                                                                                     

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.