ପ୍ରମୂଖ ଖବର
  • ଉପକୂଳ ମୁହାଁ ଦାନା, ପାରାଦୀପ ଠାରୁ ୧୦୦ କି.ମି ଦୂରରେ ରହିଛି
  • ||
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

ଏଲ୍‌ଓସି ପାଖରେ ସେନା ଗାଡ଼ି ଉପରକୁ ଆତଙ୍କୀ ଆକ୍ରମଣ

Image source: PTI

ଶ୍ରୀନଗର,୨୪/୧୦: ଜମ୍ମୁ କାଶ୍ମୀରରେ ଏଲ୍‌ଓସି ପାଖରେ ଆତଙ୍କୀ ଆକ୍ରମଣର ଏକ ଖବର ସାମ୍ନାକୁ ଆସିଛି। ଆତଙ୍କବାଦୀମାନେ ସେନା ଗାଡ଼ି ଉପରକୁ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ କିଛି ସେନା ଆହତ ହୋଇଥିବା ଜଣାପଡ଼ିଛି। କୁହାଯାଉଛି ଯେ, ଏଲ୍‌ଓସି ପାଖରେ ବୋଟାପଥର ଗୁଲମର୍ଗ ନିକଟସ୍ଥ ନାଗିନ ପୋଷ୍ଟ ଅଞ୍ଚଳ ପାଖରେ ସେନା ଗାଡ଼ି ଉପରକୁ ଆକ୍ରମଣ କରାଯାଇଛି। ସ୍ଥାନୀୟ ପୁଲିସ୍‌ ଏନେଇ ସୂଚନା ଦେଇଛି। ଅବଶ୍ୟ ବର୍ତ୍ତମାନ ସୁଦ୍ଧା ସେନା ପକ୍ଷରୁ ଏନେଇ କୌଣସି ସୂଚନା ଦିଆଯାଇନାହିଁ। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁସାରେ ଏହା ଅନୁପ୍ରବେଶ ପାଇଁ ଏକ ଉଦ୍ୟମ ହୋଇପାରେ। 

ସୂଚନାଥାଉକି, କିଛି ଘଣ୍ଟା ପୂର୍ବରୁ ଆତଙ୍କବାଦୀମାନେ ଜମ୍ମୁ କାଶ୍ମୀରର ଗନ୍ଦରଓ୍ବାଲ ଜିଲ୍ଲାରେ ଜଣେ ଶ୍ରମିକଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ତେବେ ଆହତ ଶ୍ରମିକ ଜଣକ ହେଉଛନ୍ତି ଉତ୍ତରପ୍ରଦେଶର ପ୍ରିତମ। ତମାମ ଘଟଣାର କିଛି ଘଣ୍ଟା ପରେ ଆତଙ୍କବାଦୀମାନେ ସେନାଗାଡ଼ି ଉପରକୁ ଆକ୍ରମଣ କରିଛନ୍ତି। ଆଜକୁ ତିନିଦିନ ପୂର୍ବେ ଆତଙ୍କବାଦୀମାନେ ଗନ୍ଦରଓ୍ବାଲରେ ଟନେନ୍‌ କାମରେ ନିୟୋଜିତ ଥିବା ଶ୍ରମିକମାନଙ୍କ କ୍ୟାମ୍ପ ଉପରକୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୬ଜଣ ଶ୍ରମିକ ଏବଂ ଜଣେ ଡାକ୍ତରଙ୍କର ମୃତ୍ୟୁ ହୋଇଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.