ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଜମ୍ମୁରେ ତୀର୍ଥଯାତ୍ରୀ ବସ୍ ଉପରେ ହମଲା ଘଟଣା, ଆତଙ୍କବାଦୀଙ୍କ ସ୍କେଚ୍ ଜାରି


ନୂଆଦିଲ୍ଲୀ,୧୨/୬ : ଜମ୍ମୁରେ ତୀର୍ଥଯାତ୍ରୀ ବସ୍ ଉପରେ ହମଲା ଘଟଣା।  ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି ପୋଲିସ। ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିବା ସହ ସେମାନଙ୍କ ସମ୍ପର୍କରେ ସୂଚନା ଦେଲେ ଆର୍ଥିକ ପୁରସ୍କାର ମିଳିବା ନେଇ ଘୋଷଣା। ସୂଚନା ପ୍ରଦାନକାରୀଙ୍କୁ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଦିଆଯିବ ବୋଲି ଘୋଷଣା କରିଛି ପୋଲିସ।

ସୂଚନା ଅନୁସାରେ ଦୁଇ ଜଣ ଆତଙ୍କବାଦୀଙ୍କ ସ୍କେଚ୍ ତିଆରି କରାଯାଇଛି। ଅନ୍ୟପକ୍ଷରେ ଏହି ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ପତ୍ତା ଲଗାଇବା ପାଇଁ ସୁରକ୍ଷା ବାହିନୀର ୧୧ ଟି ଦଳ ଏଥିପାଇଁ କାର୍ଯ୍ୟ କରୁଛନ୍ତି। ସୁରକ୍ଷା ବାହିନୀ ବିଭିନ୍ନ ଦିଗରୁ ପୋନି ତେରାୟଥ ଅଞ୍ଚଳକୁ ଘେରି ରହିଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଅଧିକାରୀଙ୍କ କହିବା ଅନୁସାରେ, ନ୍ୟାସନାଲ ଇନଭେଷ୍ଟିଗେସନ୍ ଏଜେନ୍ସିର ଏକ ଟିମ୍‌ ମଧ୍ୟ ଏହି ସର୍ଚ୍ଚ ଅପରେସନ୍‌ରେ ସାମିଲ ହୋଇଛି। ସୂଚନା ସଂଗ୍ରହ କରିବା ପାଇଁ ସେହି ଅଞ୍ଚଳରେ ଛାନଭିନ୍‌ ଚାଲିଛି। ଆତଙ୍କବାଦୀ ଆକ୍ରମଣରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୧ ଜଣ ଆହତ ହେବା ପରେ ଜମ୍ମୁ ଏବଂ ରିୟାସି ଜିଲ୍ଲାରେ ସୁରକ୍ଷାବାହିନୀ ହାଇ ଆଲର୍ଟ ଘୋଷଣା କରିଛି। ଅଧିକାରୀଙ୍କ କହିବାନୁସାରେ ୨୦ରୁ ଅଧିକ ଲୋକଙ୍କୁ ପଚରାଉଚରା ପାଇଁ ଅଟକ ରଖାଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.