ପ୍ରମୂଖ ଖବର
  • ନୀଳଗିରି: ଗଣେଶ ମେଢ଼ ବିସର୍ଜନ ବେଳେ ଅଘଟଣ, ସାନ ଭାଇ ଆଗରେ ଚାଲିଗଲା ବଡ଼ଭାଇ
  • ||
  • କଟକ: ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା
  • ||
  • ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି, ବ୍ରତ ପାଳନ କଲେ ମା' ଲକ୍ଷ୍ମୀ ଠାକୁରାଣୀ
  • ||
  • ରେଢ଼ାଖୋଲ ମୋଚିବାହାଲଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
  • ||
  • ସୁନ୍ଦରଗଡ଼ : ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ
  • ||
  • ପାଟଣା : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • କୋରାପୁଟ : ମାଛକୁଣ୍ଡ ଡ୍ୟାମ୍‌ର ଖୋଲିଲା ୨ଟି ଗେଟ୍‌, ୪୦୦୦ କ୍ୟୁସେକ ପାଣି ନିଷ୍କାସିତ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର
  • ||
  • ସମ୍ବଲପୁର: ଶୁଭ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ , ସବୁ ଆଡେ ଉତ୍ସବ ମୁଖର
  • ||
  • ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୪ ଦିନ ନିର୍ଧୁମ ଛେଚିବ
  • ||
  • ବଣାଇ : ବୁଲା ଗାଈଙ୍କୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ, ବୋଲେରୋ ଗାଡ଼ିରୁ ଦୁଇଟି ଗାଈ ସହ ଗୋଟିଏ ଷଣ୍ଢ ଉଦ୍ଧାର
  • ||
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯବାନ ଗୁରୁତର, ଯବାନଙ୍କୁ କରାଗଲା ଏୟାର ଲିଫ୍ଟ

ଝାଡ଼ଖଣ୍ଡ,୦୮/୦୮: ଝାଡ଼ଖଣ୍ଡରେ ଲୋମଟାଙ୍କୁରା ଦୁର୍ଘଟଣା । ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି । ଗୁରୁତର ଯବାନଙ୍କୁ ଏୟାର ଲିଫ୍ଟରେ ରାଞ୍ଚି ସ୍ଥାନାନ୍ତର କରାଯାଇଛି । ଯବାନ ଜଣକ ଜୀତେନ୍ଦ୍ର ଡ଼ାଙ୍ଗ ବୋଲି ଜଣାପଡ଼ିଛି । ଝାଡ଼ଖଣ୍ଡ ଜରେଇକେଲା ଥାନା ଛୋଟା ନାଗାରା ଅଞ୍ଚଳରେ ଏହି ଘଟଣା ଘଟିଛି ।

ସୂଚନା ଅନୁଯାୟୀ, ଗୁରୁବାର ବରିହା ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ କୁମ୍ବିଙ୍ଗ ଅପରେସନ ଚାଲିଥିଲା । ଏହି ସମୟରେ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଏୟାର ଲିଫ୍ଟ ଯୋଗେ ରାଞ୍ଚି ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ଏବେବି କୁମ୍ବିଙ୍ଗ ଅପରେସନ ଜାରି ରଖିଛି ସୁରକ୍ଷା ବାହିନୀ । ଏହି ସମୟରେ ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.