ପ୍ରମୂଖ ଖବର
  • ମଙ୍ଗଳବାର ଏନଡିଏ ସଂସଦୀୟ ଦଳର ବୈଠକ, ସାଂସଦଙ୍କୁ ସମ୍ବୋଧନ କରିବେ ପିଏମ ମୋଦୀ
  • ||
  • ଓଭାଲରେ ଇଂଲଣ୍ଡର ଭାଙ୍ଗିଲା ଗର୍ବ; ପଞ୍ଚମ ଟେଷ୍ଟକୁ ୬ ରନରେ ଜିତିଲା ଭାରତ, ସିରିଜ୍ ବରାବର
  • ||
  • ଭଦ୍ରକ : ରେଲ୍‌ ୱେ ଟ୍ରାକ୍‌ରେ କଟି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଧାରଣା
  • ||
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

ରାତିଅଧରେ ଚନ୍ଦ୍ରଭାଗାରୁ ଜେସିବି ଚୋରି ଅଭିଯୋଗ

Published By : Anindita Ratha | July 31, 2025 1:48 PM

କୋଣାର୍କ,୩୧/୦୭: ରାତିଅଧରେ ଜେସିବି ଚୋରି ଅଭିଯୋଗ । କୋଣାର୍କ ଚନ୍ଦ୍ରଭାଗା ବେଳାଭୂମି ନିକଟରୁ ଗତକାଲି  ବିଳମ୍ବିତ ରାତିରେ ଜେସିବି ଚୋରି ହୋଇଥିବା ଜଣାପଡ଼ିଛି   ଚନ୍ଦ୍ରଭାଗା ସ୍ୟୈନ୍ଦର୍ଯ୍ୟକରଣ କାର୍ଯ୍ୟରେ ଏହି ଜେସିବି ମେସିନ ନିୟୋଜିତ ହୋଇଥିଲା। ହେଲେ କେହି ଦୁର୍ବୃତ୍ତ ୪ଟି ଚେନ ଜେସିବି,୧ ଗ୍ରେଡର,୧ ରୋଲର ଓ ଗୋଟିଏ ଟାୟାର ଜେସିବି ଚୋରି କରିଦେଇଥିବା ନେଇ କୋଣାର୍କ ଥାନାରେ ଅଭିଯୋଗ ହୋଇଛି। ଚନ୍ଦ୍ରଭାଗାରେ ସ୍ୟୈନ୍ଦର୍ଯ୍ୟକରଣ କାର୍ଯ୍ୟ ଚାଲିଥିବାବେଳେ ଏଠାରେ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ସେପଟେ ଏ ସମ୍ପର୍କରେ ତଦନ୍ତ ଚାଲିଥିବା କହିଛନ୍ତି କୋଣାର୍କ ଥାନା ଆଇଆଇସି ପୂର୍ଣ୍ଣଚନ୍ଦ୍ର ସେଠୀ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.