ପ୍ରମୂଖ ଖବର
  • ପାଣିକୋଇଲି : ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ଅଳଙ୍କାର ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଜପତି : ଧରାପଡ଼ିଲା ଅନ୍ତରାଜ୍ୟ ବାଇକ୍‌ ଚୋର, ୧୯ ବାଇକ୍ ଜବତ
  • ||
  • ବ୍ରହ୍ମପୁର : ନଡ଼ିଆ ଦୋକାନ ଉପରକୁ ମାଡିଗଲା କାର୍‌, ନଡ଼ିଆ ବିକାଳୀ ମୃତ
  • ||
  • ବାରିପଦା : ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ
  • ||
  • ସାଲେପୁର : ଯୁବତୀଙ୍କୁ ବିବାହ ପ୍ରତିଶୃତି ଦେଇ ଯୁବକ ଗିରଫ
  • ||
  • ଦିନିକିଆ ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍’
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ଘର ଭିତରକୁ ପଶିଲା କାର୍‌, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • କେନ୍ଦୁଝର : ଦନ୍ତା ଆକ୍ରମଣରେ ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଦଶହରା ପୂର୍ବ ଆସିଲା ଖୁସି ଖବର, ଆସନ୍ତା ୯ ତାରିଖରେ ମହିଳାଙ୍କ ଖାତାକୁ ଯିବ 'ସୁଭଦ୍ରା' ଟଙ୍କା
  • ||
  • କୋଣାର୍କ : ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ମାଲକାନଗିରି : ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ, ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୁଲିସ, ସମସ୍ତଙ୍କର ପଲିଗ୍ରାଫ ଟେଷ୍ଟ୍‌ କରାଇବ କ୍ରାଇମ୍‌ବ୍ରାଞ୍ଚ୍‌
  • ||
  • ମଧ୍ୟପ୍ରଦେଶରେ ବଡ଼ ଧରଣର ସଡ଼କ ଦୁର୍ଘଟଣା, ୯ଜଣଙ୍କ ମୃତ୍ୟୁ
  • ||
  • ଭୁବନ : ନାଳରେ ବୁଡି ଯୁବକଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଫରେଷ୍ଟରଙ୍କ ସୁଇସାଇଡ ନୋଟ ପାଇ ବି ବନ ବିଭାଗ ଓ ପୁଲିସ ନିରବ: ପତ୍ନୀ ବିଚଳିତ, ଶୁଦ୍ଧିକ୍ରିୟାରେ ଅଘଟଣ
  • ||
  • ଭୁବନେଶ୍ୱର : ଓଲଟିଲା କ୍ଷୀର ବୋଝେଇ କଣ୍ଟେନର, ୩ ଆହତ
  • ||
  • ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ: ଏବେ ବି ୪ ଜିଲ୍ଲା ନିଅଣ୍ଟିଆ ବର୍ଷା, ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ
  • ||
  • ଭୁବନେଶ୍ୱର : ଡ୍ରଙ୍କେନ୍ ଡ୍ରାଇଭ୍ ଚେକିଂ ବେଳେ କାରରୁ ମିଳିଲା ଟଙ୍କା; ଚାଳକ ଅଟକ, କାର୍ ଓ ଟଙ୍କା ଜବତ
  • ||

ଝାନ୍ସିରେ ୯ମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା, ସିନିୟର୍ସଙ୍କ ଉପରେ ରାଗିଂର ଅଭିଯୋଗ

ନୂଆଦିଲ୍ଲୀ, ୨୯/୯ : ୟୁପିର ଝାନ୍ସିରେ ଜବାହାର ନବୋଦୟ ବିଦ୍ୟାଳୟ ବରୁଆସରର ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରୀ ନିଜ ସିନିୟର୍ସଙ୍କ ଟର୍ଚ୍ଚରରେ ଆତ୍ମହତ୍ୟା କରି ଦେଇଛନ୍ତି । ସୂଚନା ମୁତାବକ ଛାତ୍ରୀଙ୍କ ମୃତଦେହ ହଷ୍ଟେଲ ସିଢୀର ରୋଲିଂରେ ଓଢଣୀରେ ଟଙ୍ଗା ହୋଇଥିବା ମିଳିଲା । ଅଭିଯୋଗ ହୋଇଛି କି ମୃତ ଛାତ୍ରୀଙ୍କୁ ସିନିୟର ଛାତ୍ରୀମାନେ ଟର୍ଚ୍ଚର କରୁଥିଲେ ଏବଂ ଏଥିରେ ସେ ଚିନ୍ତିତ ହୋଇ ଆତ୍ମହତ୍ୟା ଭଳି ପଦକ୍ଷେପ ଉଠାଇଥିଲେ । ପୋଲିସ ମୃତ ଛାତ୍ରୀଙ୍କ ଶବକୁ ଜବତ କରି ପୋଷ୍ଟମର୍ଟମ ଲାଗି ପଠାଇଛି । 

ପ୍ରକାଶ ଯେ, ଝାନ୍ସୀର ଏରଚ ଥାନା ଅନ୍ତର୍ଗତ ଭଦରବାରା ଖୁର୍ଦରେ ରହୁଥିବା ଜୟହିନ୍ଦଙ୍କ ଜଣେ ଝିଅ ଏବଂ ପୁଅ ଅଛି । ତାଙ୍କ ବଡ଼ ଝିଅ ବରୁଆସାଗର ଥାନା ଅଞ୍ଚଳ ସ୍ଥିତ ନବୋଦୟ ବିଦ୍ୟାଳୟର ୯ମ ଶ୍ରେଣୀର ଛାତ୍ରୀ ଥିଲେ । ଛାତ୍ରୀ ଜଣଙ୍କ ବହୁତ ଭଲ ପାଠ ପଢୁଥିଲେ । ସେ ବିଦ୍ୟାଳୟର ହଷ୍ଟେଲରେ ରହୁଥିଲେ । ବାପାଙ୍କ ଅଭିଯୋଗ ଅଟେ କି ତାଙ୍କ ଝିଅର ହଷ୍ଟେଲରେ ରହୁଥିବା ଦୁଇ  ଛାତ୍ରୀ ତାଙ୍କୁ ହଇରାଣ କରୁଥିଲେ । ଖାଲି ଏତିକି ନୁହେଁ ସେମାନେ ଝିଅକୁ ଟର୍ଚ୍ଚର କରୁଥିଲେ । ଯେଉଁ ବିଷୟରେ ଝିଅ ଫୋନରେ ନିଜ ପରିବାରକୁ କହିଥିଲେ । ଏଭଳି କିଛି ପୁଣି ଥରେ ହେବାରୁ ସେ ଆତ୍ମହତ୍ୟା କରିଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.