ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାମ୍ବାଦିକଗଣ ; ସର୍ବଜନ କଲ୍ୟାଣକାରୀ ବଜେଟ୍ ପାଇଁ ଅଭିନନ୍ଦନ ଜଣାଇଲେ

ଭୁବନେଶ୍ୱର,୨୬/୭ : ଆଜି ବିଧାନସଭାରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ପ୍ରକୋଷ୍ଠରେ ସାମ୍ବାଦିକମାନେ ଭେଟିଛନ୍ତି । ରାଜ୍ୟବାସୀଙ୍କ ପାଇଁ ଏକ ଉତ୍ତମ, ବିକାଶ ଅଭିମୁଖୀ ଓ ସର୍ବଜନ କଲ୍ୟାଣକାରୀ ବଜେଟ୍ ଉପସ୍ଥାପିତ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। 

ଏହା ସହିତ ସାମ୍ବାଦିକମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଏସବୁ ବିଷୟରେ ଅବଗତ ଅଛନ୍ତି। ସାମ୍ବାଦିକମାନଙ୍କର ଯାହା ସମସ୍ୟା ରହିଛି ସେ ସବୁ ସରକାର ଅନୁଧ୍ୟାନ କରି ଉଚିତ୍ ପଦକ୍ଷେପ ନେବେ। 

ପ୍ରସନ୍ନ ମହାନ୍ତି, ଜିତେନ୍ଦ୍ର ପଟ୍ଟନାୟକ, ପ୍ରଦୀପ୍ତ ମହାପାତ୍ର, ହରିହର ଚାନ୍ଦ, ପ୍ରଶାନ୍ତ ସ୍ଵାଇଁ, ପ୍ରିତିକାନ୍ତ ନାୟକ, ସୁଜିତ୍ ବିଶୋଇ, ଦେବାଶିଷ ସାସମଲ୍, ବିଶ୍ବରଂଜନ ମହାପାତ୍ର, ସୌମ୍ୟ ରଞ୍ଜନ ସାହୁ, ପ୍ରଦୀପ୍ତ ମହାପାତ୍ର ଏବଂ ଆହୁରି ଅନେକ ସାମ୍ବାଦିକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.