ପ୍ରମୂଖ ଖବର
  • ୧୯୮୪ ଶିଖ୍‌ ଦଙ୍ଗା ମାମଲା, ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ
  • ||
  • ଚିକିଟି ମଦ ମୃତ୍ୟୁ ମାମଲା, ୬ ମାସ ପରେ ଅବକାରୀ କମିଶନରଙ୍କ ତଦନ୍ତ ଆରମ୍ଭ
  • ||
  • ବିଧାନସଭାର CAG ରିପୋର୍ଟ, ମଦନୀତିରେ ଦିଲ୍ଲୀ ସରକାରଙ୍କୁ ୨ ହଜାର କୋଟିର କ୍ଷତି
  • ||
  • ନିମାପଡ଼ାରୁ ନକଲି ପରୀକ୍ଷାର୍ଥୀ ଗିରଫ, ଆଡମିଟ୍ କାର୍ଡରେ ଫଟୋ ମ୍ୟାଚ୍ ନହେବାରୁ ଧରାପଡ଼ିଲେ
  • ||
  • ଚାପଡରେ ହାଣି ପ୍ରେମିକା ସହ ୬ଜଣଙ୍କୁ ବିଭତ୍ସ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଯୁବକ
  • ||
  • ଉଦଳା; ସୀମା ଟପିଗଲା ଅମାନୁଷିକତା। ବିଦ୍ୟାଳୟରେ ପରିସ୍ରା ଓ ବାନ୍ତି କରିଦେଲେ ବୋଲି ଦିବ୍ୟାଙ୍ଗ ଛାତ୍ରୀଙ୍କୁ ନିର୍ଘାତ ମାଡ଼
  • ||
  • ପୋଲିସକୁ ଚକମା ଦେଇ ଚମ୍ପଟ୍ ମାରିବା ବେଳେ ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣା, ଡ୍ରାଇଭର୍ ଫେରାର୍
  • ||
  • ଆଇସିସି ଚାମ୍ପିଅନ୍ସ ଟ୍ରଫି: ଆଜି ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା ଟକ୍କର, ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍
  • ||
  • ରାଜ୍ୟରେ ୪ଦିନ ଯାଏ ଶୁଖିଲା ପାଗ, ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||
  • ଓଡ଼ିଶାରେ ମୃଦୁ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୧ ରେକର୍ଡ, ବଙ୍ଗୋପସାଗର କେନ୍ଦ୍ରସ୍ଥଳ
  • ||

ଫେବୃୟାରୀ ୨୮ରେ ଓଡିଶା ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା

Published By : Prameya | February 25, 2025 4:17 PM

ଭୁବନେଶ୍ବର, ୨୫।୨ : ଓଡିଶା ଆସିବେ ଜେ.ପି ନଡ୍ଡା। ଫେବୃୟାରୀ ୨୮ରେ ଓଡିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା। ପୁରୀରେ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗ ଦେବେ। ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟ ସଚିବଙ୍କୁ ନେଇ ଏହି  କାର୍ଯ୍ୟକ୍ରମ ଆୟୋଜିତ ହେବ।  ଫେବୃଆରୀ ୨୮ରୁ ମାର୍ଚ୍ଚ ୧ ପର୍ଯ୍ୟନ୍ତ ଚାଲିବ କାର୍ଯ୍ୟକ୍ରମ। ପୁରୀର ଏକ ହୋଟେଲରେ କାର୍ଯ୍ୟକ୍ରମର ଆୟୋଜନ ହେବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.