ପ୍ରମୂଖ ଖବର
  • ନୀଳଗିରି: ଗଣେଶ ମେଢ଼ ବିସର୍ଜନ ବେଳେ ଅଘଟଣ, ସାନ ଭାଇ ଆଗରେ ଚାଲିଗଲା ବଡ଼ଭାଇ
  • ||
  • କଟକ: ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା
  • ||
  • ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି, ବ୍ରତ ପାଳନ କଲେ ମା' ଲକ୍ଷ୍ମୀ ଠାକୁରାଣୀ
  • ||
  • ରେଢ଼ାଖୋଲ ମୋଚିବାହାଲଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
  • ||
  • ସୁନ୍ଦରଗଡ଼ : ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ
  • ||
  • ପାଟଣା : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • କୋରାପୁଟ : ମାଛକୁଣ୍ଡ ଡ୍ୟାମ୍‌ର ଖୋଲିଲା ୨ଟି ଗେଟ୍‌, ୪୦୦୦ କ୍ୟୁସେକ ପାଣି ନିଷ୍କାସିତ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର
  • ||
  • ସମ୍ବଲପୁର: ଶୁଭ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ , ସବୁ ଆଡେ ଉତ୍ସବ ମୁଖର
  • ||
  • ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୪ ଦିନ ନିର୍ଧୁମ ଛେଚିବ
  • ||
  • ବଣାଇ : ବୁଲା ଗାଈଙ୍କୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ, ବୋଲେରୋ ଗାଡ଼ିରୁ ଦୁଇଟି ଗାଈ ସହ ଗୋଟିଏ ଷଣ୍ଢ ଉଦ୍ଧାର
  • ||
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||

"କେମିତି ପ୍ରେମ’ର ଟ୍ରେଲର୍‌ ରିଲିଜ୍‌

ଭୁବନେଶ୍ୱର,୦୩/୦୮: ମା’ ଧନ ଲକ୍ଷ୍ମୀ ପ୍ରଡକ୍ସନ୍ସର ପ୍ରଥମ ବାର୍ଷିକ ସମ୍ବର୍ଦ୍ଧନା ଉତ୍ସବ ଓଡ଼ିଶା ମାଟିର ଗୌରବ  ସମ୍ମାନ ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ  ହୋଇଯାଇଛି । ଏହି ଅବସରରେ  ପ୍ରଯୋଜନା ସଂସ୍ଥାର ଦ୍ୱିତୀୟ ଅବଦାନ  "କେମିତି ପ୍ରେମ’ର ଟ୍ରେଲର୍‌ ରିଲିଜ୍‌  ହୋଇଥିଲା । ଏହାର ବିଭିନ୍ନ ଭୂମିକାରେ ଧୀରେନ, ରାକେଶ, ପ୍ରିୟଙ୍କା ସାହୁ ଓ ପ୍ରିୟଙ୍କା  ପାଣିଗ୍ରାହୀଙ୍କ ସହ ଗୁଡ୍ଡୁ, ଲଲାଟ, ସୁଶାନ୍ତ,  ରମେଶ ନାୟକ (ରାବଣ) ପ୍ରମୁଖ ଅଭିନୟ  କରିଛନ୍ତି । 

ପ୍ରଯୋଜନା କରିଛନ୍ତି ଧୀରେନ  ତ୍ରିପାଠୀ ଏବଂ ନିର୍ଦ୍ଦେଶନା ଆନନ୍ଦ କୁମାର,  ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି କାଳୀ ପ୍ରସାଦ  ପଣ୍ଡା । ଗୀତଗୁଡ଼ିକ ଗାଇଛନ୍ତି ସ୍ୱୟମ୍‌ ପାଢ଼ୀ, ବିଷ୍ଣୁ ମୋହନ କବି, ତାରିକ୍‌ ଅଜିଜ୍‌, ଅନ୍ତରା  ଚକ୍ରବର୍ତ୍ତୀ, ଅର୍ପିତା ପଣ୍ଡା । ଏହି ଅବସରରେ  ୧୫୦ ଜଣ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ  କରାଯାଇଥିଲା । କାର୍ଯ୍ୟକ୍ରମରେ ଅନୁଷ୍ଠାନର  ଡାଇରେକ୍ଟର ସ୍ମିତା ପାଣିଗ୍ରାହୀ, ପ୍ରଯୋଜକ  ଧୀରେନ ତ୍ରିପାଠୀ, କାର୍ଯ୍ୟକାରୀ ପ୍ରଯୋଜକ  ଲଲାଟେନ୍ଦୁ ଜେନାଙ୍କ ସହିତ ଉଦ୍ୟୋଗୀ  ଶିବରାମ ସାହୁ, ପ୍ରଣୟ ଜେଠୀ, ସଙ୍ଗୀତ  ନିର୍ଦ୍ଦେଶକ ମନ୍ମଥ ମିଶ୍ର, ପ୍ରଯୋଜକ ପ୍ରୀତମ,  ନିର୍ଦ୍ଦେଶକ ତାପସ ସରଘରିଆ, ରମେଶ  ରାଉତ ଏବଂ ନିରଞ୍ଜନ ବେହେରା ପ୍ରମୁଖ  ଉପସ୍ଥିତ ଥିଲେ । ଅନୁରାଗ ମିଶ୍ର, ନିରଞ୍ଜନ  ପାଣିଗ୍ରାହୀ ଅନୁଷ୍ଠାନ ସମ୍ପର୍କରେ ସୂଚନା  ଦେଇଥିଲେ । ମଞ୍ଚ ପରିଚାଳନା କରିଥିଲେ କେପି ଓ ଗୁଡ୍ଡି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.